ଭୁବନେଶ୍ୱର: ଆମ ଦେଶରେ ଉପଲବ୍ଧ ଅନେକ ପନିପରିବା ମଧ୍ୟରୁ ଅନ୍ୟତମ ହେଉଛି ବନ୍ଧା କୋବି। ଏଥିରେ ଭିଟାମିନ୍ କେ, ଭିଟାମିନ୍ ସି, ଭିଟାମିନ୍ ବି୬, କାଲିସିୟମ, ଆଇରନ୍, ଜିଙ୍କ, ସୋଡିୟମ ପରି ବହୁ ମିନେରାଲ ଭରି ରହିଛି।
ନିୟମିତ ଭାବେ ବନ୍ଧାକୋବି ଖାଇଲେ ମୋଟାପଣ, ଡାଏବେଟିସ୍ ଓ ହୃଦରୋଗରୁ ମୁକ୍ତି ମିଳିଥାଏ। ଏହାସହ ଏହାକୁ ରେଡିଏସନ୍ ଥେରାପିରେ ତ୍ୱଚାର ସୁରକ୍ଷା ପାଇଁ ବ୍ୟବହାର କରାଯାଇଥାଏ।
ବନ୍ଧାକୋବିରେ ପ୍ରଚୁର ପରିମାଣରେ ସଲଫର(ସଲଫରେଫେନ୍) ଥିବାରୁ ଏହା କ୍ୟାନ୍ସର ପରି ମହାମାରୀକୁ ମଧ୍ୟ ଦୂର କରିପାରେ। କିନ୍ତୁ ଏହାକୁ ଡାକ୍ତରଙ୍କ ପରାମର୍ଶ କ୍ରମେ ନିର୍ଦ୍ଦିଷ୍ଟ ପ୍ରଣାଳୀରେ ସେବନ କରିବା ଉଚିତ।
ନିୟମିତ ଭାବେ ଦରସିଝା ବନ୍ଧାକୋବି ଖାଇଲେ ରକ୍ତଚାପ ଓ ହୃଦରୋଗକୁ ମଧ୍ୟ ନିୟନ୍ତ୍ରଣ କରିହେବ ବୋଲି ବିଶେଷଜ୍ଞମାନେ କହନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...