ଭୁବନେଶ୍ୱର: ଚକ୍ଲେଟ୍ ଖାଇବାକୁ ପସନ୍ଦ କରୁଥିବା ବ୍ୟକ୍ତିଙ୍କ ପାଇଁ ଖୁସି ଖବର। ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ଯେ ଗାଢ଼ ରଙ୍ଗର ଏକ ଚକ୍ଲେଟ୍ର କିଛି ଅଂଶ ଖାଇବା ଦ୍ୱାରା ମଧୁମେହ ଓ ହୃଦ୍ରୋଗ ହେବାର ଆଶଙ୍କା କମିଥାଏ। ୧୮ରୁ ୬୯ ବର୍ଷ ବୟସ୍କ ୧,୧୫୩ ବ୍ୟକ୍ତିଙ୍କୁ ଏହି ଗବେଷଣାରେ ସାମିଲ ଯାଇଥିଲା। ସେମାନଙ୍କୁ ପ୍ରତିଦିନ ୧୦୦ଗ୍ରାମ୍ ଚକଲେଟ୍ ଖାଇବାକୁ ଦିଆଗଲା ପରେ ଜଣାଗଲା ସେମାନଙ୍କ ଶରୀରରେ ଇନ୍ସୁଲିନ୍ ପ୍ରତିରୋଧ ଶକ୍ତି ହ୍ରାସ ଘଟିବା ସହ ଲିଭର୍ ଏଞ୍ଜାଇମ୍ରେ ସୁଧାର ଆସିଥିଲା।
ବ୍ରିଟିଶ୍ ଜର୍ଣ୍ଣାଲ୍ ଅଫ୍ ନ୍ୟୁଟ୍ରିସନ୍ରେ ଏହି ଗବେଷଣାର ଫଳ ପ୍ରକାଶିତ ହୋଇଥିଲା। କୋକୋଆରୁ ପ୍ରସ୍ତୁତ ସାମଗ୍ରୀ କାର୍ଡିଓ ମେଟାବଲିକ୍ ଶକ୍ତଶରୀରକୁ ସୁସ୍ଥ ରଖିଥାଏ ବୋଲି ଗବେଷକମାନେ ମତ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...