ଭୁବନେଶ୍ୱର: ଦହିରେ ରହିଛି କ୍ୟାଲସିୟମ୍ ଓ ପ୍ରୋଟିନ୍। ତେଣୁ ଦହି ଖାଇଲେ ପାଚନ କ୍ରିୟା ଠିକ୍ ରହିଥାଏ। ଏହାସହିତ ଦହି ଶରୀରରେ କୋଲେଷ୍ଟ୍ରଲ୍ ସ୍ତରକୁ ହ୍ରାସ କରିଥାଏ। ତେବେ ନିକଟରେ ଗବେଷକମାନେ ଦହିରେ ଆଉ ଏକ ଔଷଧୀୟ ଗୁଣ ସମ୍ପର୍କରେ ସୂଚନା ଦେଇଛନ୍ତି। ୟୁସିଏଲଏ(ୟୁନିଭରସର୍ଟି ଅଫ୍ କାର୍ଲିଫର୍ଣ୍ଣିଆ ଲାସ୍ ଏଞ୍ଜେଲେନ୍ସ) ସ୍କୁଲ୍ ଅଫ୍ ମେଡିସିନ୍ ପକ୍ଷରୁ କରାଯାଇଥିବା ଗବେଷଣାରୁ ଜଣାପଡିଛି ଯେ ଦହି ଡିପ୍ରେସନ ଦୂର କରିବାରେ ବି ସାହାଯ୍ୟ କରିଥାଏ। ଦହିରେ ଥିବା ପ୍ରବାୟୋଟିକ୍ ତତ୍ତ୍ୱ ମସ୍ତିଷ୍କକୁ ସୁସ୍ଥ ରଖିଥାଏ। ଫଳରେ ମଣିଷର ଭାବନାରେ ବାରମ୍ୱାର ପରିବର୍ତ୍ତନ ହୁଏ ନାହିଁ ଓ ଏହା ଡିପ୍ରେସନ୍ ଭଳି ମନସ୍ତାତ୍ତ୍ୱିକ ସମସ୍ୟାରୁ ମୁକ୍ତ ଦେଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Health
ରାଜ୍ୟରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି
ଭାରତ ସରକାରଙ୍କ ଯାହା ଗାଇଡଲାଇନ୍ ଆସିବ ପାଳନ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।
Lifestyle
ଶୀତଦିନେ ନଗାଧୋଇଲେ ବଢ଼େ ଆୟୁଷ! ଜାଣନ୍ତୁ କ'ଣ କହୁଛନ୍ତି ବିଶେଷଜ୍ଞ
ଡକ୍ଟର ରେବେକ୍କା ପିଣ୍ଟୋ ନଗାଧୋଇବାର ଲାଭ ବିଷୟରେ କରିଥିବା ଦାବିକୁ ନେଇ କୌଣସି ଗବେଷଣାତ୍ମକ ପ୍ରମାଣ ଶେୟାର କରିନାହାନ୍ତି।

Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।

Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।

Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।