ଭୁବନେଶ୍ୱର: ଦହିରେ ରହିଛି କ୍ୟାଲସିୟମ୍ ଓ ପ୍ରୋଟିନ୍। ତେଣୁ ଦହି ଖାଇଲେ ପାଚନ କ୍ରିୟା ଠିକ୍ ରହିଥାଏ। ଏହାସହିତ ଦହି ଶରୀରରେ କୋଲେଷ୍ଟ୍ରଲ୍ ସ୍ତରକୁ ହ୍ରାସ କରିଥାଏ। ତେବେ ନିକଟରେ ଗବେଷକମାନେ ଦହିରେ ଆଉ ଏକ ଔଷଧୀୟ ଗୁଣ ସମ୍ପର୍କରେ ସୂଚନା ଦେଇଛନ୍ତି। ୟୁସିଏଲଏ(ୟୁନିଭରସର୍ଟି ଅଫ୍ କାର୍ଲିଫର୍ଣ୍ଣିଆ ଲାସ୍ ଏଞ୍ଜେଲେନ୍ସ) ସ୍କୁଲ୍ ଅଫ୍ ମେଡିସିନ୍ ପକ୍ଷରୁ କରାଯାଇଥିବା ଗବେଷଣାରୁ ଜଣାପଡିଛି ଯେ ଦହି ଡିପ୍ରେସନ ଦୂର କରିବାରେ ବି ସାହାଯ୍ୟ କରିଥାଏ। ଦହିରେ ଥିବା ପ୍ରବାୟୋଟିକ୍ ତତ୍ତ୍ୱ ମସ୍ତିଷ୍କକୁ ସୁସ୍ଥ ରଖିଥାଏ। ଫଳରେ ମଣିଷର ଭାବନାରେ ବାରମ୍ୱାର ପରିବର୍ତ୍ତନ ହୁଏ ନାହିଁ ଓ ଏହା ଡିପ୍ରେସନ୍ ଭଳି ମନସ୍ତାତ୍ତ୍ୱିକ ସମସ୍ୟାରୁ ମୁକ୍ତ ଦେଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...