ଆଜି ଶନି ଜୟନ୍ତୀ। ଏହି ଦିନରେ ଶନିଦେବଙ୍କୁ ପ୍ରସନ୍ନ କରିବା ପାଇଁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ କରିଥାନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି, ଦୈନନ୍ଦିନ ଜୀବନଶୈଳୀରେ ଆମେ ଯଦି ନିହାତି ଛୋଟ ଛୋଟ କଥାଗୁଡ଼ିକ ଉପରେ ଧ୍ୟାନ ଦେବା ତା’ହେଲେ ଶନିଦେବ ପ୍ରସନ୍ନ ହୋଇଥାନ୍ତି। ଆସନ୍ତୁ ଜାଣିବା ସେ ବିଷୟରେ...
- ଖାଇବା ସମୟରେ ଲୁଣ କମ୍ ହେଲେ କଳା ଲୁଣ ଓ ରାଗ କମ୍ ହେଲେ କଳା ଲଙ୍କା ବ୍ୟବହାର କରନ୍ତୁ।
- ଖାଇବା ପୂର୍ବରୁ ଲବଙ୍ଗ ଖାଆନ୍ତୁ।
- ଶନିବାର ଓ ମଙ୍ଗଳବାର ରାଗନ୍ତୁ ନାହିଁ।
- ଖାଇବା ସମୟରେ କଥା କୁହନ୍ତୁ ନାହିଁ।
- ପ୍ରତ୍ୟେକ ଶନିବାର ଶୋଇବା ସମୟରେ ଶରୀର ଓ ନଖରେ ତେଲ ମାଲିସ୍ କରନ୍ତୁ।
- ମାଛ, ମାଂସ ଖାଆନ୍ତୁ ନାହିଁ କି ମଦ ଆଦି ପିଅନ୍ତୁ ନାହିଁ।
ସୌଜନ୍ୟ- ୱେବ୍ ଦୁନିଆ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...