ଆକର୍ଷଣୀୟ ଲୁକ୍‌ ଦେବ ସୋରିଷ ତେଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରାୟ ସମସ୍ତଙ୍କ ଘରେ ସୋରିଷ ତେଲର ବ୍ୟବହାର ନିୟମିତ ଭାବେ ହୁଏ। ସୋରିଷ ତେଲକୁ ଖାଦ୍ୟ ତିଆରି, ତ୍ୱଚାର ଚମକ ଓ ଦାନ୍ତ ସଫା ପାଇଁ ବ୍ୟବହାର କରାଯାଏ। ସୋରିଷ ତେଲ ପ୍ରାକୃତିକ ରୂପରେ ତ୍ୱଚା ପାଇଁ ଖୁବ୍ ଉପକାରୀ। ଏହା ବ୍ୟତୀତ ମଜଭୁତ କେଶ ପାଇଁ ମଧ୍ୟ ସୋରିଷ ତେଲର ବ୍ୟବହାର ହୁଏ। ଆପଣ ଜାଣନ୍ତି କି ସୋରିଷ ତେଲର ବ୍ୟବହାର ଦ୍ୱାରା ଆପଣ ଆକର୍ଷଣୀୟ ଲୁକ୍ ମଧ୍ୟ ପାଇପାରିବେ । ତ୍ୱଚା ବିଶେଷଜ୍ଞଙ୍କ ଅନୁସାରେ […]

moil

moil

Chinmayee Roy
  • Published: Friday, 15 March 2019
  • Updated: 15 March 2019, 08:26 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରାୟ ସମସ୍ତଙ୍କ ଘରେ ସୋରିଷ ତେଲର ବ୍ୟବହାର ନିୟମିତ ଭାବେ ହୁଏ। ସୋରିଷ ତେଲକୁ ଖାଦ୍ୟ ତିଆରି, ତ୍ୱଚାର ଚମକ ଓ ଦାନ୍ତ ସଫା ପାଇଁ ବ୍ୟବହାର କରାଯାଏ। ସୋରିଷ ତେଲ ପ୍ରାକୃତିକ ରୂପରେ ତ୍ୱଚା ପାଇଁ ଖୁବ୍ ଉପକାରୀ। ଏହା ବ୍ୟତୀତ ମଜଭୁତ କେଶ ପାଇଁ ମଧ୍ୟ ସୋରିଷ ତେଲର ବ୍ୟବହାର ହୁଏ।

ଆପଣ ଜାଣନ୍ତି କି ସୋରିଷ ତେଲର ବ୍ୟବହାର ଦ୍ୱାରା ଆପଣ ଆକର୍ଷଣୀୟ ଲୁକ୍ ମଧ୍ୟ ପାଇପାରିବେ । ତ୍ୱଚା ବିଶେଷଜ୍ଞଙ୍କ ଅନୁସାରେ ସୋରିଷ ତେଲ ତ୍ୱଚା ପାଇଁ ବହୁତ ଉପକାରୀ।

୧) ହାନିକାରକ କେମିକାଲ ଯୁକ୍ତ କଣ୍ଡିସନର କେଶରେ ଲଗାଇବା ପରିବର୍ତ୍ତେ କେଶରେ ସୋରିଷ ତେଲ ଲଗାନ୍ତୁ। ଏହା ପ୍ରାକୃତିକ ରୂପରେ କଣ୍ଡିସନର ଭାବେ କାମ ଦେଇଥାଏ। ସୋରିଷ ତେଲ କେଶ ମୂଳରେ ମାଲିସ କରିବା ଦ୍ୱାରା କେଶକୁ ପର୍ଯ୍ୟାପ୍ତ ପରିମାଣର ପୋଷକ ତତ୍ତ୍ୱ ମିଳିଥାଏ। ଫଳରେ କେଶ ଝଡିବା ସମସ୍ୟାରୁ ମଧ୍ୟ ମୁକ୍ତି ମିଳେ।

୨) ମୁହଁରେ ପ୍ରତିଦିନ ସୋରିଷ ତେଲ ମାଲିସ କରିବା ଦ୍ୱାରା କଳାଦାଗ, ସନବର୍ଣ୍ଣରୁ ରକ୍ଷା ମିଳିଥାଏ। ୧ ଚାମଚ ବେସନ, ୧ ଚାମଚ ଦହି, ଅଧା ଚାମଚ ଲେମ୍ବୁ ରସ,୧ ଚାମଚ ସୋରିଷ ତେଲ ମିଶାଇ ସପ୍ତାହରେ ତିନି ଦିନ ମୁହଁରେ ଲଗାନ୍ତୁ। ଏହା ତ୍ୱଚାକୁ ସଫା ରଖିବା ସହ ଆହୁରି ଉଜ୍ଜ୍ୱଳ କରିବ।

୩) ଶୀତ ଦିନରେ ତ୍ୱଚା ରୁକ୍ଷ ହେବା ଏକ ସାଧାରଣ କଥା। ଆପଣ ସୋରିଷ ତେଲର କିଛି ବୁନ୍ଦା ଚେହେରାରେ ମାଲିସ କରନ୍ତୁ । କିଛି ସମୟ ପରେ ପାଣିରେ ମୁହଁ ଧୋଇ ଦିଅନ୍ତୁ । ଏପରି କରିବା ଦ୍ୱାରା ତ୍ୱଚା କୋମଳ ରହିବା ସହ ଚମକ ଆସେ ।

୪) ସୋରିଷ ତେଲରେ ଆଣ୍ଟି ବ୍ୟାକ୍ଟେରିଆଲ୍‌ ଓ ଆଣ୍ଟିଫଙ୍ଗଲ ଗୁଣ ରହିଛି । ଏହାକୁ ନିୟମିତ ରୂପେ ମୁହଁରେ ଲଗାଇବା ଦ୍ୱାରା ତ୍ୱଚା କୁଣ୍ଡାଇ ହେବା ଓ ସଂକ୍ରମଣ ସମସ୍ୟା ଦୂର ହୋଇଯାଏ। ଏଥିରେ ଥିବା ଆଣ୍ଟି ଇମ୍ଫ୍ଲେମେଟରୀ ଗୁଣ ତ୍ୱଚା କୁଣ୍ଡାଇ ହେବା ଓ ଜଳିବା ସମସ୍ୟାକୁ ଦୂର କରିଥାଏ।

୫) ସୋରିଷ ତେଲ ଲଗାଇବା ଦ୍ୱାରା ଶୁଷ୍କ ଓ ଫଟା ଓଠ ସମସ୍ୟାରୁ ମୁକ୍ତି ମିଳିଥାଏ। ଶୋଇବାକୁ ଯିବା ପୂର୍ବରୁ ଓଠରେ ସୋରିଷ ତେଲ ଲଗାଇବ ଦ୍ୱାରା ଓଠ ଫାଟିବା ସମସ୍ୟା ଦୂର ହୋଇଥାଏ ଓ ଓଠ କୋମଳ ରହିଥାଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story