/odisha-reporter/media/post_attachments/uploads/2021/09/mithapuri5.jpg)
mithapuri
ଆବଶ୍ୟକ ସାମଗ୍ରୀ: କ୍ଷୀର, ଘିଅ, ମଇଦା, ଗ୍ରାଇଣ୍ଡିଂ ହୋଇଥିବା ଚିନି, ତେଲ, ଗ୍ରାଇଣ୍ଡିଂ ହୋଇଥିବା ନଡ଼ିଆ, ଗୁଜରାତି ଗୁଣ୍ଡ
Advertisment
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ମଇଦା ନିଅନ୍ତୁ। ସେଥିରେ ଚିନି ପାଉଡର, ଗ୍ରାଇଣ୍ଡି ହୋଇଥିବା ନଡ଼ିଆ,ଗୁଜରାତି ଗୁଣ୍ଡ ଏବଂ ଘିଅ ପକାଇ ଭଲ ଭାବରେ ଗୋଳାନ୍ତୁ। ପରେ ଏଥିରେ କ୍ଷୀର ପକାଇ ଭଲ ଭାବରେ ଚକଟି ଦିଅନ୍ତୁ। ଚକଟା ହୋଇଥିବା ମଇଦାକୁ କିଛି ସମୟ ପାଇଁ ଘୋଡ଼ାଇ ରଖନ୍ତୁ। ପରେ ମଇଦାକୁ ବାହାର କରି ଛୋଟ ଛୋଟ ଗୋଳା କରନ୍ତୁ ଏବଂ ପୁରି ସାଇଜରେ ବେଲନ୍ତୁ।
ଏବେ କରେଇରେ ତେଲ ଗରମ କରନ୍ତୁ। ସେଥିରେ ବେଲା ହୋଇଥିବା ପୁରିକୁ ପକାନ୍ତୁ। ପୁରି ଟିକେ ଫିକା ନାଲି ରଙ୍ଗରେ ହେବା ପର୍ଯ୍ୟନ୍ତ ଛାଣନ୍ତୁ। ଏହା ପରେ ଏହାକୁ ଏକ ଥାଳିରେ ବାହାର କରି ରଖନ୍ତୁ। ପ୍ରସ୍ତୁତ ହୋଇଗଲା ମିଠା ପୁରି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
