ଆବଶ୍ୟକ ସାମଗ୍ରୀ: ସିଝା ଆଳୁ, ଲୁଣ, ଲଙ୍କା ପାଉଡର, ଗରମ ମସଲା, ଚାଟ ମସଲା, ଚିଲି ଫ୍ଲେକ୍ସ, କନ୍ଫ୍ଲୋର ଓ ତେଲ
ପ୍ରସ୍ତୁତ ପ୍ରଣାଳୀ: ପ୍ରଥମେ ସିଝା ଆଳୁକୁ ଭଲ ଭାବରେ ଚକଟି ଦିଅନ୍ତୁ। ସେଥିରେ ସ୍ୱାଦ ଅନୁସାରେ ଲୁଣ, ଲଙ୍କା ପାଉଡର, ଗରମ ମସଲା, ଚାଟ୍ ମସଲା ଓ ଚିଲି ଫ୍ଲେକ୍ସ ପକାଇ ଭାବରେ ଗୋଳାଇ ଦିଅନ୍ତୁ। ପରେ ମସଲା ଆଳୁକୁ ଆଳୁ ଟିକା ସେପ୍ରେ ଗଢ଼ନ୍ତୁ। ପରେ ତା’ ଉପରେ କନ୍ଫ୍ଲୋର ପକାଇ ଗୋଳାଇ ଦିଅନ୍ତୁ। ଏହାପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଆଳୁ ଟିକାକୁ ପକାଇ ଛାଣନ୍ତୁ। ଏହାର ରଙ୍ଗ ସୁନେଲି ରଙ୍ଗ ହୋଇ ଆସିଲେ, ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଆଳୁ ଟିକି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...