ଘରେ ତିଆରି କରନ୍ତୁ ତାଡ଼ିଆ ମିଠା

ଆବଶ୍ୟକ ସାମଗ୍ରୀ: କ୍ଷୀର,ଚିନି, ମଇଦା, ଛେନା, ଅଳେଇଚ ଗୁଣ୍ଡ ଓ ତେଲ ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କରେଇରେ କ୍ଷୀରକୁ ଗରମ କରନ୍ତୁ। କ୍ଷୀର ଗରମ ହୋଇଯିବା ପରେ ସେଥିରେ ଚିନି ପକାନ୍ତୁ। କ୍ଷୀରରେ ଚିନି ମିଶିବା ପର୍ଯ୍ୟନ୍ତ ଏହାକୁ ଭଲ ଭାବରେ ଗୋଳାନ୍ତୁ। ଏହାପରେ କ୍ଷୀରକୁ ଦଶରୁ ପନ୍ଦର ମିନିଟ ପର୍ଯ୍ୟନ୍ତ ଫୁଟାନ୍ତୁ । କ୍ଷୀର ଫୁଟି ଫୁଟି ଅଧା ହୋଇଗଲା ପରେ ତାହାକୁ ଓହ୍ଲାଇ ଏକ ପାତ୍ରରେ ରଖି ଦିଅନ୍ତୁ। ଏକ ପାତ୍ରରେ ଛେନାକୁ ଭଲ ଭାବେ ଚିପୁଡ଼ି […]

tadia

tadia

Tapaswini Nayak
  • Published: Wednesday, 13 October 2021
  • Updated: 14 October 2021, 01:49 PM IST

Sports

Latest News

ଆବଶ୍ୟକ ସାମଗ୍ରୀ: କ୍ଷୀର,ଚିନି, ମଇଦା, ଛେନା, ଅଳେଇଚ ଗୁଣ୍ଡ ଓ ତେଲ

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କରେଇରେ କ୍ଷୀରକୁ ଗରମ କରନ୍ତୁ। କ୍ଷୀର ଗରମ ହୋଇଯିବା ପରେ ସେଥିରେ ଚିନି ପକାନ୍ତୁ। କ୍ଷୀରରେ ଚିନି ମିଶିବା ପର୍ଯ୍ୟନ୍ତ ଏହାକୁ ଭଲ ଭାବରେ ଗୋଳାନ୍ତୁ। ଏହାପରେ କ୍ଷୀରକୁ ଦଶରୁ ପନ୍ଦର ମିନିଟ ପର୍ଯ୍ୟନ୍ତ ଫୁଟାନ୍ତୁ । କ୍ଷୀର ଫୁଟି ଫୁଟି ଅଧା ହୋଇଗଲା ପରେ ତାହାକୁ ଓହ୍ଲାଇ ଏକ ପାତ୍ରରେ ରଖି ଦିଅନ୍ତୁ।

ଏକ ପାତ୍ରରେ ଛେନାକୁ ଭଲ ଭାବେ ଚିପୁଡ଼ି ରଖନ୍ତୁ । ଏହାପରେ ଛେନାରେ ମଇଦା ମିଶାଇ ଭଲ କରି ଚକଟି ଦିଅନ୍ତୁ । ଚକଟି ସାରିବା ପରେ ଏହାକୁ ଗୋଲ ଗୋଲ କାକରାର ଆକାର ତିଆରି କରି ଏକ ପାତ୍ରରେ ରଖନ୍ତୁ ।

ଏହାପରେ କରେଇରେ ତେଲକୁ ଗରମ କରନ୍ତୁ । ତେଲ ଗରମ ହୋଇଗଲା ପରେ ପ୍ରସ୍ତୁତ କାକରା ଗୁଡିକୁ ଛାଣନ୍ତୁ। ଏହାକୁ ଅଳ୍ପ ନାଲି ରଙ୍ଗ ହୋଇଗଲା ପର୍ଯ୍ୟନ୍ତ ଛାଣନ୍ତୁ। ପରେ ଏହାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ।

ଛଣା କାକରାକୁ ଆଗରୁ ପ୍ରସ୍ତୁତ ହୋଇଥିବା କ୍ଷୀରରେ ପକାନ୍ତୁ । ସେଥିରେ ଅଳେଇଚ ଗୁଣ୍ଡ ପକାଇ କିଛି ସମୟ ଥଣ୍ଡା ହେବା ପାଇଁ ଛାଡ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ତାଡ଼ିଆ ମିଠା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story