ଅମୃତଭଣ୍ଡା ହାଲ୍‌ୱା

ଆବଶ୍ୟକ ସାମଗ୍ରୀ: କଞ୍ଚା ଅମୃତଭଣ୍ଡା, କ୍ଷୀର,  କଟା ଆଲମଣ୍ଡ, ଚିନି, ଗୁଆ ଘିଅ, କାଜୁ, କିସ୍‌ମିସ୍‌ ଓ ଗୁଜୁରାତି ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅମୃତଭଣ୍ଡାକୁ ଭଲ ଭାବେ ଧୋଇ ଚୋପା ଛଡ଼ାଇ ଏକ ପାତ୍ରରେ ରଖି ଦିଅନ୍ତୁ। ଏହାପରେ ଅମୃତଭଣ୍ଡାକୁ ଭଲ ଭାବେ କୋରି ଦିଅନ୍ତୁ । ତା’ପରେ  କରେଇରେ  ଗୁଆ ଘିଅ ପକାଇ ଗରମ କରନ୍ତୁ।  ଘିଅ ଗରମ ହୋଇଗଲା ପରେ କୋରା ହୋଇଥିବା ଅମୃତଭଣ୍ଡାକୁ ପକାଇ ଧିମା ଆଞ୍ଚରେ ଭାଜନ୍ତୁ । ଏହା ଟିକେ […]

papaya halwa

papaya halwa

Tapaswini Nayak
  • Published: Saturday, 08 January 2022
  • Updated: 08 January 2022, 02:34 PM IST

Sports

Latest News

ଆବଶ୍ୟକ ସାମଗ୍ରୀ: କଞ୍ଚା ଅମୃତଭଣ୍ଡା, କ୍ଷୀର,  କଟା ଆଲମଣ୍ଡ, ଚିନି, ଗୁଆ ଘିଅ, କାଜୁ, କିସ୍‌ମିସ୍‌ ଓ ଗୁଜୁରାତି

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅମୃତଭଣ୍ଡାକୁ ଭଲ ଭାବେ ଧୋଇ ଚୋପା ଛଡ଼ାଇ ଏକ ପାତ୍ରରେ ରଖି ଦିଅନ୍ତୁ। ଏହାପରେ ଅମୃତଭଣ୍ଡାକୁ ଭଲ ଭାବେ କୋରି ଦିଅନ୍ତୁ । ତା’ପରେ  କରେଇରେ  ଗୁଆ ଘିଅ ପକାଇ ଗରମ କରନ୍ତୁ।  ଘିଅ ଗରମ ହୋଇଗଲା ପରେ କୋରା ହୋଇଥିବା ଅମୃତଭଣ୍ଡାକୁ ପକାଇ ଧିମା ଆଞ୍ଚରେ ଭାଜନ୍ତୁ ।

ଏହା ଟିକେ ଭାଜି ହୋଇ ଆସିଲେ, ଏଥିରେ କ୍ଷୀର  ପକାଇ ଦିଅନ୍ତୁ। ତା’ପରେ ଏହାକୁ ଭଲ ଭାବେ ଗୋଳାଇ ଦିଅନ୍ତୁ। କ୍ଷୀର ଫୁଟିଗଲେ, ସେଥିରେ ଚିନି ପକାନ୍ତୁ । ଏହାପରେ ସେଥିରେ ଗୁଜୁରାତି ଗୁଣ୍ଡ, କଟା କାଜୁ ଓ କିସ୍‌ମିସ୍‌ ପକାନ୍ତୁ । ଏହାପରେ ଏହି ମିଶ୍ରଣକୁ କିଛି ସମୟ ଅଳ୍ପ ଆଞ୍ଚରେ ରଖି ଧିରେ ଧିରେ ଗୋଳାନ୍ତୁ । ହାଲୱା ଟିକେ ଶୁଖିଲା ହୋଇଗଲା ପରେ ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ଏହାପରେ ସେଥିରେ କଟା ଆଲମଣ୍ଡ ପକାଇ ସଜାଇ ଦିଅନ୍ତୁ । ପ୍ରସ୍ତୁତ ହୋଇଗଲା ଅମୃତଭଣ୍ଡା ହାଲ୍‌ୱା

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos