ସାଧାରଣତଃ ଆମେ ବେଲ ପତ୍ରକୁ ପୂଜା ବେଳେ ବ୍ୟବହାର କରିଥାଉ। କିନ୍ତୁ ଆପଣ ଜାଣିଛନ୍ତି ବେଲପତ୍ର ସ୍ୱାସ୍ଥ୍ୟ ପାଇଁ ବହୁ ଲାଭଦାୟକ। ଆସନ୍ତୁ ଜାଣିବା ଏହାର ଲାଭଦାୟକ ଗୁଣ ବିଷୟରେ।
- ପ୍ରତିଦିନ ସକାଳେ ବେଲପତ୍ର ଖାଇବା ଦ୍ୱାରା ଗରମରୁ ରକ୍ଷା ମିଳିବା ସହିତ ମାନସିକ ରୋଗୀଙ୍କ ପାଇଁ ଲାଭକାରୀ ସାବ୍ୟସ୍ତ ହୋଇଛି।
- ପାଟିରେ ଘା’ ହୋଇଥିଲେ ପ୍ରତିଦିନ ସକାଳେ ବେଲପତ୍ର ଚୋବାଇବା ଦ୍ୱାରା ଏଥିରୁ ମୁକ୍ତି ମିଳିଥାଏ।
- ବେଲପତ୍ର ନିୟମିତ ଖାଇବା ଦ୍ୱାରା ହୃଦୟ ସୁସ୍ଥ ରହିବା ସହ ହୃଦ୍ଘାତରୁ ରକ୍ଷା ମିଳିଥାଏ।
- ଜ୍ୱର ହୋଇଥିଲେ ବେଲପତ୍ର କାଢ଼ା କରି ପିଇବା ଦ୍ୱାରା ଜ୍ୱରରୁ ଉପଶମ ମିଳିଥାଏ। ଏହାସହିତ ଖବ୍ଶୀଘ୍ର ଆରାମ ଲାଗିଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...