ଏକ ଗୋଡ଼ରେ ୧୦ ସେକେଣ୍ଡ ଠିଆ ନ ହୋଇ ପାରିଲେ ମୃତ୍ୟୁ ଆଶଙ୍କା ଅଧିକ !

ମଧ୍ୟ ବୟସ୍କଙ୍କ ପାଇଁ ସତର୍କ ଘଣ୍ଟି।୧୦ ସେକେଣ୍ଡର ଫିଜିକାଲ ଟେଷ୍ଟରେ ଫେଲ ମାରିଲେ ମୃତ୍ୟୁ ଆଶଙ୍କା ଅଧିକ। ଗୋଟିଏ ଗୋଡ଼ରେ ଠିଆ ନ ହୋଇ ପାରିଲେ,ମରିବାର ବିପଦ ଅଧିକ । ମାତ୍ର ୧୦ ସେକେଣ୍ଡ ପାଇଁ ଏକ ନିର୍ଦ୍ଧିଷ୍ଟ ମୁଦ୍ରାରେ ଗୋଟିଏ ଗୋଡ଼ରେ ଭାରସାମ୍ୟ ରଖି ନଥିପାରୁନଥିବା ବ୍ୟକ୍ତି ଆଗାମୀ ୧୦ ବର୍ଷ ମଧ୍ୟରେ ମୃତ୍ୟୁ ବରଣ କରିବାର ବିପଦ ରହିଛି । ବ୍ରିଟିଶର ଏକ ସ୍ପୋର୍ଟ ମେଡିସିନ୍ ଜର୍ନାଲରେ ଏମିତି ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ […]

health

health

Ordigital Desk
  • Published: Thursday, 23 June 2022
  • Updated: 23 June 2022, 03:16 PM IST

Sports

Latest News

ମଧ୍ୟ ବୟସ୍କଙ୍କ ପାଇଁ ସତର୍କ ଘଣ୍ଟି।୧୦ ସେକେଣ୍ଡର ଫିଜିକାଲ ଟେଷ୍ଟରେ ଫେଲ ମାରିଲେ ମୃତ୍ୟୁ ଆଶଙ୍କା ଅଧିକ। ଗୋଟିଏ ଗୋଡ଼ରେ ଠିଆ ନ ହୋଇ ପାରିଲେ,ମରିବାର ବିପଦ ଅଧିକ । ମାତ୍ର ୧୦ ସେକେଣ୍ଡ ପାଇଁ ଏକ ନିର୍ଦ୍ଧିଷ୍ଟ ମୁଦ୍ରାରେ ଗୋଟିଏ ଗୋଡ଼ରେ ଭାରସାମ୍ୟ ରଖି ନଥିପାରୁନଥିବା ବ୍ୟକ୍ତି ଆଗାମୀ ୧୦ ବର୍ଷ ମଧ୍ୟରେ ମୃତ୍ୟୁ ବରଣ କରିବାର ବିପଦ ରହିଛି । ବ୍ରିଟିଶର ଏକ ସ୍ପୋର୍ଟ ମେଡିସିନ୍ ଜର୍ନାଲରେ ଏମିତି ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ ପାଇଛି ।

ଗବେଷଣାରୁ ଜଣା ପଡିଛି,ମାତ୍ର ୧୦ ସେକେଣ୍ଡ ପାଇଁ ଗୋଟିଏ ଗୋଡ଼ରେ ଠିଆ ହୋଇ ପାରୁ ନଥିବା ମଧ୍ୟବୟସ୍କଙ୍କ ଭିତରୁ ପ୍ରାୟ ୮୪ ପ୍ରତିଶତ ଆଗାମୀ ୧୦ ବର୍ଷ ମଧ୍ୟରେ ମୃତ୍ୟୁ ବରଣ କରିବାର ଆଶଙ୍କା ରହିଛି । ବିନା କୌଣସି ସହଯୋଗରେ ଗୋଟିଏ ଗୋଡ଼ରେ ଠିଆ ହୋଇ ପାରୁନଥିବା ବ୍ୟକ୍ତି ଅସୁସ୍ଥ ବୋଲି ଜାଣି ରଖିବା ଦରକାର ।

୨୦୦୯ରେ ବ୍ରାଜିଲର ୧୭୦୨ ଜଣ ୫୦ ବର୍ଷ ବୟସ୍କଙ୍କ ସ୍ବାସ୍ଥ୍ୟ ଓ ସୁସ୍ଥତାକୁ ନେଇ ଏକ ସର୍ଭେ
କରାଯାଇଥିଲା । ଗୋଟିଏ ଗୋଡ଼ରେ ଏକ ନିର୍ଦ୍ଧିଷ୍ଟ ମୁଦ୍ରାରେ ୧୦ ସେକେଣ୍ଡ ପାଇଁ ଠିଆ ହୋଇ ପାରୁନଥିବା ବ୍ୟକ୍ତିର ଭବିଷ୍ୟତ ୧୦ ବର୍ଷ ପରେ କଣ ହେବ ଏ ନେଇ ଚାଲିଥିଲା ଗବେଷଣା । ଆଉ ସେହି ଗବେଷଣା ଆଧାରରେ ଜଣା ପଡିଛି ଯେ, ମଧ୍ୟବୟସ୍କଙ୍କ ଜୀବନ କେତେ ବିପଦରେ ।

ଯଦି କେହି ଏହାକୁ ପରୀକ୍ଷା କରିବାକୁ ଚାହୁଁଥିବ, ତାହାଲେ ଭୂମିରେ ଗୋଟିଏ ପାଦ ରଖି, ଅନ୍ୟପାଦଟି ଗୋଟିଏ ହାତରେ ପଛପଟୁ ଉପରକୁ ଉଠାଇବାକୁ ପଡିବ । ଏବଂ ଅନ୍ୟହାତଟି ସମ୍ମୁଖକୁ ରଖି ବଢାଇବାକୁ ପଡିବ । ଏହା ଏକ ପ୍ରକାର ଭାରତୀୟଙ୍କ ଯୋଗାସନର ମୁଦ୍ରା । ଏହିମୁଦ୍ରାକୁ ନେଇ ଗବେଷଣା କରାଯାଇଥିଲା।ଏଥିପାଇଁ ପ୍ରତି ବ୍ୟକ୍ତିଙ୍କୁ ୩ ଥର ସୁଯୋଗ ଦିଆଯାଇଥିଲା । ତେବେ ପ୍ରତି ୫ ଜଣରୁ ଜଣେ ହିଁ ଗୋଟିଏ ଗୋଡ଼ରେ ଭାରସାମ୍ୟ ରଖି ଠିଆ ହେବାକୁ ସକ୍ଷମ ହୋଇ ପାରିଥିଲା ।

କେବଳ ବ୍ରାଜିଲ ନୁହେଁ,ଫିନଲାଣ୍ଡସ ଅଷ୍ଟ୍ରେଲିଆ,ଯୁକ୍ତରାଷ୍ଟ୍ର ଆମେରିକାରେ ମଧ୍ୟ ଏହି ସର୍ଭେ କରାଯାଇଛି । ପ୍ରତି ବର୍ଷ  ସାରା ବିଶ୍ବରେ ପ୍ରାୟ ୬ ଲକ୍ଷ୮୦ ହଜାର ଲୋକ ପ୍ରାଣ ହରାଉଛନ୍ତି । ତେଣୁ ଏହି ୧୦ ସେକେଣ୍ଡର ପରୀକ୍ଷା ହିଁ ବ୍ୟକ୍ତିର ସ୍ବସ୍ଥ୍ୟାବସ୍ଥା କେତେ ସଙ୍କଟାପର୍ଣ୍ଣ ତାହା ଜାଣିବା ପାଇଁ ବେଶ ଭୟ ଉପାୟ ବୋଲି ମତ ରଖିଛନ୍ତି ଗବେଷକ । ତେବେ ମୃତ୍ୟୁର କାରଣ କ’ଣ ହୋଇଥାଏ ପାରେ, ଏହି ପରୀକ୍ଷାରୁ ତାହା ସ୍ପଷ୍ଟ ହୋଇ ପାରି ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story