ଆବଶ୍ୟକ ସାମଗ୍ରୀ- ଅଟା, କଦଳୀ, ଚିନି, ଗୁଜୁରାତି ଗୁଣ୍ଡ, ଗୁଡ଼, ରିଫାଇନ୍ ତେଲ
ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ ଗୋଟେ ପାତ୍ରରେ କଦଳୀ, ଚିନି, ଗୁଜୁରାତି ଗୁଣ୍ଡ ପକେଇ ଭଲଭାବେ ମିଶେଇ ଦିଅନ୍ତୁ। ତା'ପରେ ସେଥିରେ ଅଟା ଓ ପାଣି ପକାଇ ଭଲଭାବେ ଚକଟି ଦିଅନ୍ତୁ। ତାୱାରେ ତେଲ ଗରମ କରି ଅଟା କଦଳୀ ଚକଟାକୁ ଗୋଲଗୋଲ ପିଠା ଆକାର କରି ସେକନ୍ତୁ। ଏହାପରେ ଗୁଡ଼କୁ ପାଗ କରି ତିଆରି ହୋଇଥିବା ପିଠାକୁ ସେଥିରେ ପକେଇ ଦିଅନ୍ତୁ। ୨ରୁ ୩ ମିନିଟ୍ ଗୁଡ଼ ପାଗରେ ବୁଡାଇ ରଖିବା ପରେ ପ୍ରସ୍ତୁତ ହୋଇଯିବ ପାରିଜାତ। ଖାଆନ୍ତୁ ଆଉ ଖୁଆନ୍ତୁ ଏହି ପାରମ୍ପରିକ ଓଡ଼ିଆ ମିଠା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବିପଦପୂର୍ଣ୍ଣ ଖାଦ୍ୟ ତାଲିକାରେ ପ୍ୟାକେଜ ପାଣି, ମାନକ ମାପିବ FSSAI
ପ୍ୟାକେଜ୍ ପାଣି ସ୍ୱାସ୍ଥ୍ୟ ପାଇଁ ହାନିକାରକ କି, ନୁହେଁ, ଜାଣନ୍ତୁ...
Food
ଗଜା ମୁଗର ଫାଇଦା; ଚର୍ମକୁ କରେ ଚିକ୍କଣ, ହୃଦୟକୁ ରଖେ ସୁସ୍ଥ
ପ୍ରତିଦିନ ସକାଳେ ଗଜା ମୁଗ ଖାଇବା ଦ୍ୱାରା ଅନେକ ଫାଇଦା ମିଳିଥାଏ।