ଘରେ ପ୍ରସ୍ତୁତ କରନ୍ତୁ ‘ରେଶମି ପନିର’

ଆବଶ୍ୟକ ସାମଗ୍ରୀ: ପନିର, ପିଆଜ, ଟମାଟୋ, ଶିମଳା ଲଙ୍କା, ଅଦା ରସୁଣ ପେଷ୍ଟ, ଜିରା, ପାଣି, ଧନିଆ ପାଉଡର, ହଳଦୀ ଗୁଣ୍ଡ, ଲଙ୍କାଗୁଣ୍ଡ, କ୍ରିମ୍, ଧନିଆପତ୍ର, ଗରମ ମସଲା, ତେଲ ଓ ଲୁଣ ସ୍ୱାଦ ଅନୁସାରେ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପିଆଜ, ଟମାଟୋ ଓ ଶିମଲା ଲଙ୍କାକୁ ଲମ୍ବା କରି କାଟିଦିଅନ୍ତୁ। ତା ପରେ କଡେଇରେ ତେଲ ଗରମ କରି ଜିରା ପକାନ୍ତୁ। ଜିରା ଫୁଟିବା ପରେ ପିଆଜ ପକାନ୍ତୁ । ପରେ ଏଥିରେ କଟା ହୋଇଥିବା ଟମାଟୋ ଏବଂ […]

Reshmi-Paneer-1

Reshmi-Paneer-1

Biswobandita Swain
  • Published: Sunday, 13 January 2019
  • Updated: 13 January 2019, 08:42 AM IST

Sports

Latest News

ଆବଶ୍ୟକ ସାମଗ୍ରୀ: ପନିର, ପିଆଜ, ଟମାଟୋ, ଶିମଳା ଲଙ୍କା, ଅଦା ରସୁଣ ପେଷ୍ଟ, ଜିରା, ପାଣି, ଧନିଆ ପାଉଡର, ହଳଦୀ ଗୁଣ୍ଡ, ଲଙ୍କାଗୁଣ୍ଡ, କ୍ରିମ୍, ଧନିଆପତ୍ର, ଗରମ ମସଲା, ତେଲ ଓ ଲୁଣ ସ୍ୱାଦ ଅନୁସାରେ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପିଆଜ, ଟମାଟୋ ଓ ଶିମଲା ଲଙ୍କାକୁ ଲମ୍ବା କରି କାଟିଦିଅନ୍ତୁ। ତା ପରେ କଡେଇରେ ତେଲ ଗରମ କରି ଜିରା ପକାନ୍ତୁ। ଜିରା ଫୁଟିବା ପରେ ପିଆଜ ପକାନ୍ତୁ । ପରେ ଏଥିରେ କଟା ହୋଇଥିବା ଟମାଟୋ ଏବଂ ଶିମଲା ଲଙ୍କା ପକାଇ କିଛି ସମୟ ପର୍ଯ୍ୟନ୍ତ ଫ୍ରାଏ କରନ୍ତୁ । ଏବେ ଅଦା ରସୁଣ ପେଷ୍ଟ, ଧନିଆ ପାଉଡର, ହଳଦୀଗୁଣ୍ଡ  ପକାଇ ସିମ୍‌ କରି ଫୁଟାନ୍ତୁ । ପରେ ଏଥିରେ ଅଳ୍ପ ପାଣି ସହିତ ପନିର ପକାଇ ଘୋଡ଼ାଇ ଦିଅନ୍ତୁ ।  ୧୦ ମିନିଟ୍ ପରେ ଗ୍ୟାସ୍କୁ ବନ୍ଦ କରି କ୍ରିମ ଏବଂ ଗରମ ମସଲା ପକାଇ ଭଲ ଭାବରେ ମିଶାନ୍ତୁ । ଏବେ ପ୍ରସ୍ତୁତ  ହୋଇଗଲା ସ୍ୱାଦିଷ୍ଟ ରେଶମି ପନିର । ଏହାକୁ ଗରମ ଗରମ ପରଷନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story