ଆବଶ୍ୟକ ସାମଗ୍ରୀ: ପନିର, ପିଆଜ, ଟମାଟୋ, ଶିମଳା ଲଙ୍କା, ଅଦା ରସୁଣ ପେଷ୍ଟ, ଜିରା, ପାଣି, ଧନିଆ ପାଉଡର, ହଳଦୀ ଗୁଣ୍ଡ, ଲଙ୍କାଗୁଣ୍ଡ, କ୍ରିମ୍, ଧନିଆପତ୍ର, ଗରମ ମସଲା, ତେଲ ଓ ଲୁଣ ସ୍ୱାଦ ଅନୁସାରେ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପିଆଜ, ଟମାଟୋ ଓ ଶିମଲା ଲଙ୍କାକୁ ଲମ୍ବା କରି କାଟିଦିଅନ୍ତୁ। ତା ପରେ କଡେଇରେ ତେଲ ଗରମ କରି ଜିରା ପକାନ୍ତୁ। ଜିରା ଫୁଟିବା ପରେ ପିଆଜ ପକାନ୍ତୁ । ପରେ ଏଥିରେ କଟା ହୋଇଥିବା ଟମାଟୋ ଏବଂ ଶିମଲା ଲଙ୍କା ପକାଇ କିଛି ସମୟ ପର୍ଯ୍ୟନ୍ତ ଫ୍ରାଏ କରନ୍ତୁ । ଏବେ ଅଦା ରସୁଣ ପେଷ୍ଟ, ଧନିଆ ପାଉଡର, ହଳଦୀଗୁଣ୍ଡ ପକାଇ ସିମ୍ କରି ଫୁଟାନ୍ତୁ । ପରେ ଏଥିରେ ଅଳ୍ପ ପାଣି ସହିତ ପନିର ପକାଇ ଘୋଡ଼ାଇ ଦିଅନ୍ତୁ । ୧୦ ମିନିଟ୍ ପରେ ଗ୍ୟାସ୍କୁ ବନ୍ଦ କରି କ୍ରିମ ଏବଂ ଗରମ ମସଲା ପକାଇ ଭଲ ଭାବରେ ମିଶାନ୍ତୁ । ଏବେ ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ରେଶମି ପନିର । ଏହାକୁ ଗରମ ଗରମ ପରଷନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...