ଆବଶ୍ୟକୀୟ ସାମଗ୍ରୀ:
- ତିଆସି ଚଣା
- କଟା ପିଆଜ
- କ୍ୟାପ୍ସିକମ୍
- ଭୁର୍ସଙ୍ଗ ପତ୍ର
- କଟା ଅଦା ଓ ରସୁଣ
- କଞ୍ଚାଲଙ୍କା
- ଚିଲି ସସ୍
- ଟମାଟୋ ସସ୍
- ସୋୟା ସସ୍
- ଲୁଣ
- ପିଆଜ ସଣ୍ଢା
- ତେଲ
ପ୍ରସ୍ତୁତି ପ୍ରଣାଳୀ :
ପ୍ରଥମେ ତିଆସି ଚଣାକୁ ସିଝାଇ ଦିଅନ୍ତି। ସିଝାଇବା ବେଳେ ସେଥିରେ ଟିକେ ଲୁଣ ପକାନ୍ତୁ। ଏହା ପରେ କଡ଼େଇରେ ତେଲ ଗରମ କରି କଟା ଅଦା, ରସୁଣ ଓ ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଯିବା ପରେ ଭୁର୍ସଙ୍ଗ ପତ୍ର, କଞ୍ଚା ଲଙ୍କା ଓ କଟା କ୍ୟାପସିକମ୍ ପକାନ୍ତୁ। ଏହାପରେ ସେଥିରେ ସିଝା ତିଆସି ଚଣା, ସ୍ୱାଦ ଅନୁସାରେ ଲୁଣ ଓ ପିଆଜ ସଣ୍ଢା ପକାଇ ଭଲ ଭାବରେ ଗୋଳାନ୍ତୁ। ପରେ ଏଥିରେ ଟମାଟୋ ସସ୍, ଚିଲି ସସ୍, ସୋୟା ସସ୍ ପକାଇ ଭଲ ଭାବରେ ଗୋଳାଇ ଘୋଡ଼ଣୀ ଘୋଡ଼ାଇ ଦିଅନ୍ତୁ। ୨ ମିନିଟ୍ ପରେ ପ୍ରସ୍ତୁତ ହୋଇଯିବ ଆପଣଙ୍କର ‘ତିଆସି ଚଣା ଚଟ୍ପଟି’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...