Advertisment

କଦଳୀ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି କରେ

ଭୁବନେଶ୍ୱର: କଦଳୀର ବହୁ ଔଷଧୀୟ ଗୁଣ ରହିଛି । ଏହାକୁ କେବଳ ସ୍ୱାସ୍ଥ୍ୟପଦ ନୁହେଁ। ଏହା ସୌନ୍ଦର୍ଯ୍ୟ ବଦ୍ଧର୍କ ମଧ୍ୟ। କଦଳୀକୁ ଆମେ ଫେସ୍ ମାସ୍କ ଭାବେ ବ୍ୟବହାର କରିପାରିବା। ଏକ ଚାମଚ ମହୁରେ ପାଚିଲା କଦଳୀକୁ ଭଲ ଭାବେ ମିଶାଇ ତ୍ୱଚାରେ ଲଗାଇ ଅଧ ଘଣ୍ଟା ପରେ ତାକୁ ଧୋଇଦିଅନ୍ତୁ। ଏହା ଦ୍ୱାରା ତ୍ୱଚାର ଔଜ୍ଜ୍ୱଲ୍ୟ ବଢ଼ାଇଥାଏ।  ପାଚିଲା କଦଳୀରେ  ଥିବା ଭିଟାମିନ୍ ‘ସି’ ମୁହଁର କଳାଦାଗ ସହ ବ୍ରଣ ବାହରିବା ଦୂର କରିଥାଏ। ଗୋଟିଏ […]

ଅଦ୍ୟତନ ହୋଇଛି
କଦଳୀ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି କରେ

banana

Advertisment

ଭୁବନେଶ୍ୱର: କଦଳୀର ବହୁ ଔଷଧୀୟ ଗୁଣ ରହିଛି । ଏହାକୁ କେବଳ ସ୍ୱାସ୍ଥ୍ୟପଦ ନୁହେଁ। ଏହା ସୌନ୍ଦର୍ଯ୍ୟ ବଦ୍ଧର୍କ ମଧ୍ୟ। କଦଳୀକୁ ଆମେ ଫେସ୍ ମାସ୍କ ଭାବେ ବ୍ୟବହାର କରିପାରିବା। ଏକ ଚାମଚ ମହୁରେ ପାଚିଲା କଦଳୀକୁ ଭଲ ଭାବେ ମିଶାଇ ତ୍ୱଚାରେ ଲଗାଇ ଅଧ ଘଣ୍ଟା ପରେ ତାକୁ ଧୋଇଦିଅନ୍ତୁ। ଏହା ଦ୍ୱାରା ତ୍ୱଚାର ଔଜ୍ଜ୍ୱଲ୍ୟ ବଢ଼ାଇଥାଏ।

Advertisment

 ପାଚିଲା କଦଳୀରେ  ଥିବା ଭିଟାମିନ୍ ‘ସି’ ମୁହଁର କଳାଦାଗ ସହ ବ୍ରଣ ବାହରିବା ଦୂର କରିଥାଏ। ଗୋଟିଏ ପାଚିଲା କଦଳୀ ଓ ଏକ ଚାମଚ ମହୁ ଓ ଏକ ଚାମଚ ଦହି ମିଶାନ୍ତୁ। ମୁହଁରେ ଲଗାଇ ତାକୁ ଅଧ ଘଣ୍ଟାପରେ ଧୋଇଦିଅନ୍ତୁ। ଏହା ଦ୍ୱାରା ମୁହଁରେ ତୈଳାଂଶ କମିବା ସହ ଧୀରେ ଧୀରେ ଦାଗ ଓ ଚିହ୍ନ  ଉଭେଇ ଯିବ।

 କଦଳୀରେ ପ୍ରଚୁର ପରିମାଣରେ ଭିଟାମିନ ବି ଓ ଏଣ୍ଟିଅକ୍ସଡାଣ୍ଟ ରହିଛି। ଏହା ତ୍ୱଚାକୁ ପୋଷଣ ଶକ୍ତି ଯୋଗାଇଥାଏ। ଅସମୟରେ ତ୍ୱଚା  କୁଞ୍ଚନ ହେବାରୁ ରକ୍ଷା କରିଥାଏ।  ଏହାକୁ କେଶରେ  ମଧ୍ୟ ବ୍ୟବହାର କରିପାରିବେ।

Advertisment

ଦୁଇ ଚାମଚ ଅଲିଭ ତେଲ, ଏକ କପ୍ ବାଦାମ ଓ ଗୋଟିଏ ପାଚିଲା କଦଳୀକୁ ଏକାଠି ମିଶାଇ ପେଷ୍ଟ ବନାନ୍ତୁ । ଏହି ପେଷ୍ଟକୁ କେଶ ମୂଳରେ ମାଲିସ କରନ୍ତୁ। ଅଧ ଘଣ୍ଟାପରେ ତାକୁ ସାମ୍ପୁ ଲଗାଇ ଧୋଇ ଦିଅନ୍ତୁ। ଏହା କେଶକୁ ସପ୍ଟ  କରିଥାଏ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe