ନୂଆଦିଲ୍ଲୀ: ସାଧାରଣତଃ ଚଣା ଶରୀରକୁ ସୁସ୍ଥ ରଖିଥାଏ। ବଜାରରେ ବିଭିନ୍ନ ରଙ୍ଗର ଚଣା ମିଳିଥାଏ। ସେଥିମଧ୍ୟରୁ କଳା ରଙ୍ଗର ଚଣା ସ୍ୱାସ୍ଥ୍ୟ ପ୍ରତି ବହୁ ହିତକର। ଏହାକୁ ରୋଷେଇ କରି, ସିଝାଇ, ଗଜା କରି ଖିଆଯାଇଥାଏ। କଳାଚଣାରେ କାର୍ବହାଇଡ୍ରେଡ୍, ପ୍ରୋଟିନ୍, ଫାଇବର, କ୍ୟାଲସିୟମ ଓ ମ୍ୟାଗ୍ନେସିୟମ୍ ଭରପୂର ରହିଥାଏ। କଳାଚଣାକୁ ଗଜା କରି ଖାଇବା ଶରୀର ପାଇଁ ଅଧିକ ଲାଭଦାୟକ। ଗଜା ଚଣା ଖାଇଲେ ଶରୀରରେ ଭିଟାମିନ୍ ଏ, ବି, ସି, ଡ଼ି ସହ ଫସଫରସ୍, ପୋଟାସିୟମ୍ ଓ ମ୍ୟାଗ୍ନେସିୟମ୍ ଆବଶ୍ୟକତା ପୂରଣ ହୋଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...