Advertisment

କଖାରୁ ଫୁଲ ଅଣ୍ଡା ଚାଟ- Kakharu phula egg chat

ଆବଶ୍ୟକ ସାମଗ୍ରୀ: କଖାରୁ ଫୁଲ, ସିଝା ଅଣ୍ଡା, କଟା ପିଆଜ, ଲୁଣ, କଟା ଟମାଟୋ, ଧନିଆପତ୍ର, ଲେମ୍ବୁ, ଚାଟ ମସଲା, ଜଲଜିରା ପାଉଡର, ଚାଉଳ ପିଠଉ ଓ ତେଲ। ପ୍ରସ୍ତୁତି: ପ୍ରଥମେ ଅଣ୍ଡାକୁ ସିଝାଇ ରଖନ୍ତୁ ଓ ଚାଉଳ ପିଠଉରେ ଲୁଣ, ଲଙ୍କାଗୁଣ୍ଡ ଓ ହଳଦୀଗୁଣ୍ଡ ଗୋଳାଇ ରଖନ୍ତୁ। ଏହାପରେ ସିଝାଅଣ୍ଡାକୁ ଛୋଟ ଛୋଟ କାଟି ସେଥିରେ କଟା ପିଆଜ, କଟା ଟମାଟୋ, ଧନିଆପତ୍ର, ଲେମ୍ବୁ ରସ, ଚାଟ ମସଲା ଓ ଜଲଜିରା ପାଉଡର ପକାଇ ଭଲ […]

ଅଦ୍ୟତନ ହୋଇଛି
କଖାରୁ ଫୁଲ ଅଣ୍ଡା ଚାଟ- Kakharu phula egg chat

kakharu

Advertisment

ଆବଶ୍ୟକ ସାମଗ୍ରୀ:

କଖାରୁ ଫୁଲ, ସିଝା ଅଣ୍ଡା, କଟା ପିଆଜ, ଲୁଣ, କଟା ଟମାଟୋ, ଧନିଆପତ୍ର, ଲେମ୍ବୁ, ଚାଟ ମସଲା, ଜଲଜିରା ପାଉଡର, ଚାଉଳ ପିଠଉ ଓ ତେଲ।

Advertisment

ପ୍ରସ୍ତୁତି:

ପ୍ରଥମେ ଅଣ୍ଡାକୁ ସିଝାଇ ରଖନ୍ତୁ ଓ ଚାଉଳ ପିଠଉରେ ଲୁଣ, ଲଙ୍କାଗୁଣ୍ଡ ଓ ହଳଦୀଗୁଣ୍ଡ ଗୋଳାଇ ରଖନ୍ତୁ। ଏହାପରେ ସିଝାଅଣ୍ଡାକୁ ଛୋଟ ଛୋଟ କାଟି ସେଥିରେ କଟା ପିଆଜ, କଟା ଟମାଟୋ, ଧନିଆପତ୍ର, ଲେମ୍ବୁ ରସ, ଚାଟ ମସଲା ଓ ଜଲଜିରା ପାଉଡର ପକାଇ ଭଲ ଭାବରେ ଗୋଳାଇ ଦିଅନ୍ତୁ। କଖାରୁ ଫୁଲ ଭିତରେ ପ୍ରସ୍ତୁତ ହୋଇଥିବା ଅଣ୍ଡା ଚାଟ ମସଲାର ପୁରକୁ ପୁରାଇ ରଖନ୍ତୁ।

ଗ୍ୟାସ ଲଗାଇ ତାୱାରେ ତେଲ ଗରମ କରି ଅଣ୍ଡା ପୁର ଦିଆ କଖାରୁ ଫୁଲକୁ ଚାଉଳ ପିଠଉରେ ଗୋଳାଇ ସେକନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଆପଣଙ୍କର କଖାରୁ ଫୁଲ ଅଣ୍ଡା ଚାଟ।

Advertisment
Odia Food Recipe Orissa Food
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe