Advertisment

କଖାରୁ ପତ୍ର ଚିଙ୍ଗୁଡ଼ି ପିଠଉ- Traditional fried prawn recipe

ଆବଶ୍ୟକ ସାମଗ୍ରୀ : ଚିଙ୍ଗୁଡ଼ି ଭଜା, କଖାରୁ ପତ୍ର, କଟା ପିଆଜ, ରସୁଣ, କଞ୍ଚାଲଙ୍କା, ଲୁଣ, ତେଲ ଏବଂ ଚାଉଳରେ ଜିରା, ହଳଦୀ, ଧନିଆ, ଲୁଣ ଓ ଲଙ୍କାଗୁଣ୍ଡା ମିଶା ପିଠଉ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ି ମାଛରେ ଲୁଣ ଓ ହଳଦୀ ମିଶାଇ ଭାଜି ଦିଅନ୍ତୁ। ଚାଉଳକୁ ବାଟି ସେଥିରେ ଲୁଣ, ଲଙ୍କାଗୁଣ୍ଡ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ ମିଶାଇ ପିଠଉ ପ୍ରସ୍ତୁତ କରି ରଖନ୍ତୁ। ଏହାପରେ ଭଜା ଚିଙ୍ଗୁଡ଼ି ମାଛରେ ରସୁଣ, କଟା ପିଆଜ […]

ଅଦ୍ୟତନ ହୋଇଛି
କଖାରୁ ପତ୍ର ଚିଙ୍ଗୁଡ଼ି ପିଠଉ- Traditional fried prawn recipe

k11

Advertisment

ଆବଶ୍ୟକ ସାମଗ୍ରୀ : ଚିଙ୍ଗୁଡ଼ି ଭଜା, କଖାରୁ ପତ୍ର, କଟା ପିଆଜ, ରସୁଣ, କଞ୍ଚାଲଙ୍କା, ଲୁଣ, ତେଲ ଏବଂ ଚାଉଳରେ ଜିରା, ହଳଦୀ, ଧନିଆ, ଲୁଣ ଓ ଲଙ୍କାଗୁଣ୍ଡା ମିଶା ପିଠଉ।

Advertisment

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ି ମାଛରେ ଲୁଣ ଓ ହଳଦୀ ମିଶାଇ ଭାଜି ଦିଅନ୍ତୁ। ଚାଉଳକୁ ବାଟି ସେଥିରେ ଲୁଣ, ଲଙ୍କାଗୁଣ୍ଡ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ ମିଶାଇ ପିଠଉ ପ୍ରସ୍ତୁତ କରି ରଖନ୍ତୁ।

publive-image

ଏହାପରେ ଭଜା ଚିଙ୍ଗୁଡ଼ି ମାଛରେ ରସୁଣ, କଟା ପିଆଜ ଓ କଞ୍ଚାଲଙ୍କା ପକାଇ ଭଲ ଭବାରେ ଛେଚି ଦିଅନ୍ତୁ। କଖାରୁ ପତ୍ରରେ ଚିଙ୍ଗୁଡ଼ି ଛେଚା ରଖି ତାକୁ ଭଲ ଭାବରେ ଗୁଡ଼ାଇ କାଠି ଦ୍ୱାରା ଗୁନ୍ଥି ରଖନ୍ତୁ।

Advertisment

ଗ୍ୟାସ୍‌ ଲଗାଇ ତାୱାରେ ତେଲ ଗରମ କରନ୍ତୁ। ଏହାପରେ ଚିଙ୍ଗୁଡ଼ି ପୁରଦିଆ କଖାରୁ ପତ୍ରକୁ ଚାଉଳ ପିଠଉରେ ବୁଡ଼ାଇ ସେକନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା କଖାରୁ ପତ୍ର ଚିଙ୍ଗୁଡ଼ି ପିଠଉ।

Orissa Food Odia Food Recipe
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe