ଆବଶ୍ୟକ ସାମଗ୍ରୀ: ବେସନ, ଲୁଣ, ତେଲ, ଚାଟ ମସଲା,ଲଙ୍କା ପାଉଡର
ପ୍ରସ୍ତୁତି ପ୍ରଣାଳୀ: ବେସନ ଦୋସା ତିଆରି କରିବା ପାଇଁ ପ୍ରଥମେ ଏକ ପାତ୍ରରେ ବେସନ ନିଅନ୍ତୁ। ପରେ ଅନ୍ୟ ଏକ ପାତ୍ରରେ ଅଳ୍ପ ପାଣି ଆଣି ସେଥିରେ ବେସନ ପକାଇ ତାକୁ ଗୋଳାଇ ଦିଅନ୍ତୁ। ସେଥିରେ ସ୍ୱାଦ ଅନୁସାରେ ଲୁଣ ପକାନ୍ତୁ। ପରେ ଏହାକୁ ୫ ମିନିଟ ପର୍ଯ୍ୟନ୍ତ ଭଲ ଭାବରେ ଗୋଳାନ୍ତୁ। ପରେ ଦୋସା ପାଇଁ ମସଲା ପ୍ରସ୍ତୁତ କରନ୍ତୁ।
ଏହାପରେ ଗ୍ୟାସରେ ତାୱା ବସାଇ ଗରମ କରନ୍ତୁ। ତାୱା ଗରମ ହେବା ସେଥିରେ ଅଳ୍ପ ତେଲ ପକାଇ ଦିଅନ୍ତୁ। ପରେ ସେଥିରେ ଗୋଳାଇ ରଖିଥିବା ବେସନକୁ ପକାଇ ଦୋସା ଆକାରରେ ଗଢ଼ନ୍ତୁ। ସେଥିରେ ଦୋସା ପାଇଁ ତିଆରି କରିଥିବା ମସଲାକୁ ତା’ଉପରେ ପକାଇ ଦିଅନ୍ତୁ ଓ କିଛି ତେଲ ମଧ୍ୟ ତା’ ଉପରେ ପକାଇ ଦିଅନ୍ତୁ। କିଛି ସମୟ ପରେ ଏହାକୁ ତାୱାରୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବେସନ ଦୋସା। ଏହାକୁ ଆପଣ ଚଟଣୀ ଓ ସମ୍ବର ସହ ଖାଇ ପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...