ଆବଶ୍ୟକ ସାମଗ୍ରୀ: ଅରୁଆ ଚାଉଳ, ଚୁଡ଼ା, ତେଲ, ପାଣି, ଲୁଣ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅରୁଆ ଚାଉଳକୁ ଏକ ପାତ୍ରରେ ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଭିଜାଇ ରଖନ୍ତୁ। ଏହାସହ ଚୁଡ଼ାକୁ ମଧ୍ୟ ଅଧ ଘଣ୍ଟା ପର୍ଯ୍ୟନ୍ତ ଏକ ପାତ୍ରରେ ଭିଜାଇ ରଖନ୍ତୁ। ପରେ ଚୁଡ଼ା ଓ ଚାଉଳକୁ ମିଶାଇ ଗ୍ରାଇଣ୍ଡିଂ କରି ଏକ ପାତ୍ରରେ ରଖନ୍ତୁ। ଏହି ଆଣରେ ଅଳ୍ପ ପାଣି ଓ ଲୁଣ ମିଶାଇ ଗୋଳାଇ ଦିଅନ୍ତୁ। ପରେ ତାୱା ତେଲ ପକାଇ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏହି ଆଣକୁ ପକାଇ ଚକୁଳି ଆକାରରେ ଗଢ଼ନ୍ତୁ। ଚକୁଳିର ଦୁଇ ପାଖ ହୋଇଗଲା ପରେ ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଚୁଡ଼ା ଚକୁଳି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...