ଆବଶ୍ୟକ ସାମଗ୍ରୀ: କଞ୍ଚା ଆମ୍ବ, ପାଚିଲା ଆମ୍ବ, ଚିନି,ଭିନେଗାର,ପାଣି
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ବଜାରୁ କିଛି ପାଚିଲା ଆମ୍ବ ଓ କଞ୍ଚା ଆମ୍ବ ଆଣି ଦିଅନ୍ତୁ। ଏହାପରେ ପାଚିଲା ଆମ୍ବର ଚୋପା ଛଡ଼ାଇ ତାକୁ ଭଲ ଭାବେ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ପରେ କଞ୍ଚା ଆମ୍ବର ଚୋପା ଛଡ଼ାଇ ତାକୁ ମଧ୍ୟ ଗ୍ରାଇଣ୍ଡିଂ କରି ଏକ ପାତ୍ରରେ ରଖନ୍ତୁ।
ପରେ କଡ଼େଇକୁ ଗରମ କରନ୍ତୁ। କଡ଼େଇ ଗରମ ହେବା ପରେ କଞ୍ଚା ଓ ପାଚିଲା ଆମ୍ବର ମିଶ୍ରଣକୁ ସେଥିରେ ପକାଇ କିଛି ସମୟ ପାଇଁ ଗୋଳାନ୍ତୁ। ପରେ ସେଥିରେ କିଛି ଚିନି ପକାଇ ଭଲ ଭାବରେ ଗୋଳାଇ ଦିଅନ୍ତୁ। ୧୦ ମିନିଟ୍ ପରେ ଏକ ପାତ୍ରକୁ କାଢ଼ି ଦିଅନ୍ତ। ତା’ପରେ ସେଥିରେ ଅଳ୍ପ ଭିନେଗାର ମିଶାଇ ଦିଅନ୍ତୁ। ପରେ ସେଥିରେ ଅଳ୍ପ ପାଣି ମିଶାଇ ଗୋଳାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଆମ୍ବ ଫ୍ରୁଟି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଷ୍ଟେଜ୍-୪ କ୍ୟାନସରକୁ ହରାଇଲେ ସିଦ୍ଧୁଙ୍କ ପତ୍ନୀ, ଖାଉଥିଲେ ଏହି ସବୁ ଖାଦ୍ୟ
ବିନା ଖର୍ଚ୍ଚରେ କିଛି ପ୍ରାକୃତିକ ଖାଦ୍ୟ ଖାଇ କ୍ୟାନସରକୁ ପ୍ରତିହତ କରିଛନ୍ତି ସିଦ୍ଧୁଙ୍କ ପତ୍ନୀ।
Food
ଗଜା ମୁଗର ଫାଇଦା; ଚର୍ମକୁ କରେ ଚିକ୍କଣ, ହୃଦୟକୁ ରଖେ ସୁସ୍ଥ
ପ୍ରତିଦିନ ସକାଳେ ଗଜା ମୁଗ ଖାଇବା ଦ୍ୱାରା ଅନେକ ଫାଇଦା ମିଳିଥାଏ।
Food
ଗୁରୁବାରରେ ଘରେ ତିଆରି କରନ୍ତୁ ବାଦାମ ଚିକ୍କି
ଆଜି ଘରେ ଏହାକୁ ବନାନ୍ତୁ । ନିଜେ ଖାଆନ୍ତୁ ଓ ଘର ପରିବାର ଲୋକଙ୍କୁ ପରଷନ୍ତୁ।
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...