ଆବଶ୍ୟକ ସାମଗ୍ରୀ: ଧନିଆକୁ ଗୁଣ୍ଡ, ଚିକେନ, ଅଦା ରସୁଣ ପେଷ୍ଟ, କଟା ପିଆଜ, ଶୁଖିଲା ଲଙ୍କା, ମେଥି ପତ୍ର, କଞ୍ଚା ଲଙ୍କା ବଟା, ଲୁଣ, ଲଙ୍କା ପାଉଡର, ଚାଟ ମସଲା, ଗରମ ମସଲା, କ୍ରିମ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବାପରେ ଧନିଆକୁ ଗୁଣ୍ଡକୁ ସେଥିରେ ପକାଇ ଗୋଳାଇ ଦିଅନ୍ତୁ। ପରେ ସେଥିରେ ଅଦା ରସୁଣ ପେଷ୍ଟ, କଟା ପିଆଜ ଓ ଶୁଖିଲା ଲଙ୍କା ପକାଇ ଅଳ୍ପ ସମୟ ପାଇଁ କଷନ୍ତୁ। ତା’ ପରେ ସେଥିରେ ମେଥି ପତ୍ର ଓ କଞ୍ଚା ଲଙ୍କା ବଟା, ସ୍ୱାଦ ଅନୁସାରେ ଲୁଣ, ଲଙ୍କା ପାଉଡର, ଚାଟ ମସଲା ଓ ଗରମ ମସଲା ପକାଇ ଗୋଳାଇ ଦିଅନ୍ତୁ। ଏହା ପରେ ସେଥିରେ ଚିକେନକୁ ପକାଇ ଗୋଳାଇ ଦିଅନ୍ତୁ। ତା’ ପରେ ସେଥିରେ କ୍ରିମ ପକାଇ ଦେଇ ଗୋଳାଇ ଦେଇ ଚିକେନକୁ ଅଧ ଘଣ୍ଟା ପାଇଁ ସିଝିବାକୁ ଛାଡି ଦିଅନ୍ତୁ। ଅଧ ଘଣ୍ଟାଏ ପରେ ଗ୍ୟାସ ଆଞ୍ଚକୁ ବନ୍ଦ କରି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମେଥି ଚିକେନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...