ଆବଶ୍ୟକ ସାମଗ୍ରୀ: ସୁଜି,ତେଲ, ଅଟା, ଲୁଣ, ଘିଅ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କରେଇକୁ ଗରମ କରନ୍ତୁ। କରେଇ ଗରମ ହେବାପରେ ସେଥିରେ ସୁଜି ପକାଇ ଦିଅନ୍ତୁ। ପରେ ସେଥିରେ ଘିଅ ପକାଇ କିଛି ସମୟ ଭାଜନ୍ତୁ। ସୁଜି ଭାଜି ହୋଇଗଲା ପରେ ସେଥିରେ ପାଣି ପକାଇ କିଛି ସମୟ ଜନ୍ତି ଦିଅନ୍ତୁ। ସେଥିରେ ସ୍ୱାଦ ଅନୁସାରେ ଲୁଣ ପକାଇ ଦିଅନ୍ତୁ।
ସୁଜିର ଜନ୍ତୁଣି ହୋଇଗଲା ପରେ ତାକୁ ଏକ ପ୍ଲେଟକୁ କାଢ଼ି ଦିଅନ୍ତୁ। ତାକୁ ଥଣ୍ଡା ହେବା ପାଇଁ କିଛି ସମୟ ଛାଡ଼ି ଦିଅନ୍ତି। ଥଣ୍ଡା ହୋଇଗଲା ପରେ ସେଥିରେ ଅଳ୍ପ ଅଟା ପକାଇ ଭଲ ଭାବରେ ଚକଟି ଦିଅନ୍ତୁ। ଏହାପରେ ପରଟା କରିବା ପାଇଁ ଗୋଳା କରନ୍ତୁ। ପରେ ଏହାକୁ ପରଟା ଆକାରରେ ବେଲି ଦିଅନ୍ତୁ।
ପୁଣି ତାୱାକୁ ଗରମ କରନ୍ତୁ। ତାୱା ଗରମ ହେଲା ପରେ ସୁଜି ପରଟାକୁ ସେଥିରେ ପକାଇ ଦିଅନ୍ତୁ। ଏହା ଉପରେ ଘିଅ ପକାଇ ଓଲଟାଇ ଦିଅନ୍ତୁ। ପରଟାର ଦୁଇ ପାର୍ଶ୍ୱ ହୋଇଗଲା ପରେ ତାକୁ ପ୍ଲେଟକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସୁଜି ପରଟା। ଏହାକୁ ଆପଣ ତରକାରୀ ଓ ଚଟଣି ସହ ଖାଇ ପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...