/odisha-reporter/media/post_attachments/uploads/2022/03/Untitled-1-67.jpg)
Butterfly Chicken
ଆବଶ୍ୟକ ସାମଗ୍ରୀ: ବୋନଲେସ ଚିକେନ, ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍, କନ୍ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍,ଟମାଟୋ ସସ୍, ଆଳୁ, ଲୁଣ, ଲଙ୍କା ପାଉଡର, ଗରମ ମସଲା, କଲ୍ର ପାଉଡର, ତେଲ
Advertisment
ପ୍ରସ୍ତୁତି ପ୍ରଣାଳୀ: ବଜାରରୁ ବୋନଲେସ ଚିକେନ ଆଣି ତାକୁ ଏକ ପାତ୍ରରେ ରଖନ୍ତୁ।ସେଥିରେ ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍, କନ୍ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍,ଟମାଟୋ ସସ୍, ଲଙ୍କା ପାଉଡର, ଗରମ ମସଲା, କଲ୍ର ପାଉଡର ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ମସଲାଟିକୁ ୨ ଘଣ୍ଟା ପର୍ଯ୍ୟନ୍ତ ଫ୍ରିଜରେ ରଖି ଦିଅନ୍ତୁ।
ପରେ ଆଳୁକୁ ଚୋପା ଛଡ଼ାଇ ଗୋଲ ଗୋଲ କାଟି ରଖି ରଖନ୍ତୁ।ଏହା ପରେ କାଠିରେ ଆଳୁ ଓ ଗୋଳାଇ ରଖିଥିବା ଚିକେନକୁ ଫୋଡ଼ିତେଲରେ ଛାଣନ୍ତୁ। ଏହା ଛାଣି ହୋଇଗଲା ପରେ ବାହାରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବଟର ଫ୍ଲାଏ ଚିକେନ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
