ଆବଶ୍ୟକ ସାମଗ୍ରୀ: ବୋନଲେସ ଚିକେନ, ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍, କନ୍ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍, ଟମାଟୋ ସସ୍, ଆଳୁ, ଲୁଣ, ଲଙ୍କା ପାଉଡର, ଗରମ ମସଲା, କଲ୍ର ପାଉଡର, ତେଲ
ପ୍ରସ୍ତୁତି ପ୍ରଣାଳୀ: ବଜାରରୁ ବୋନଲେସ ଚିକେନ ଆଣି ତାକୁ ଏକ ପାତ୍ରରେ ରଖନ୍ତୁ। ସେଥିରେ ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍, କନ୍ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍, ଟମାଟୋ ସସ୍, ଲଙ୍କା ପାଉଡର, ଗରମ ମସଲା, କଲ୍ର ପାଉଡର ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ମସଲାଟିକୁ ୨ ଘଣ୍ଟା ପର୍ଯ୍ୟନ୍ତ ଫ୍ରିଜରେ ରଖି ଦିଅନ୍ତୁ।
ପରେ ଆଳୁକୁ ଚୋପା ଛଡ଼ାଇ ଗୋଲ ଗୋଲ କାଟି ରଖି ରଖନ୍ତୁ।ଏହା ପରେ କାଠିରେ ଆଳୁ ଓ ଗୋଳାଇ ରଖିଥିବା ଚିକେନକୁ ଫୋଡ଼ି ତେଲରେ ଛାଣନ୍ତୁ। ଏହା ଛାଣି ହୋଇଗଲା ପରେ ବାହାରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବଟର ଫ୍ଲାଏ ଚିକେନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବିପଦପୂର୍ଣ୍ଣ ଖାଦ୍ୟ ତାଲିକାରେ ପ୍ୟାକେଜ ପାଣି, ମାନକ ମାପିବ FSSAI
ପ୍ୟାକେଜ୍ ପାଣି ସ୍ୱାସ୍ଥ୍ୟ ପାଇଁ ହାନିକାରକ କି, ନୁହେଁ, ଜାଣନ୍ତୁ...