ବଟର ଫ୍ଲାଏ ଚିକେନ

ଆବଶ୍ୟକ ସାମଗ୍ରୀ: ବୋନଲେସ ଚିକେନ, ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍‌, କନ୍‌ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍‌, ଟମାଟୋ ସସ୍‌, ଆଳୁ, ଲୁଣ, ଲଙ୍କା ପାଉଡର, ଗରମ ମସଲା, କଲ୍‌ର ପାଉଡର, ତେଲ ପ୍ରସ୍ତୁତି ପ୍ରଣାଳୀ: ବଜାରରୁ ବୋନଲେସ ଚିକେନ ଆଣି  ତାକୁ ଏକ ପାତ୍ରରେ ରଖନ୍ତୁ। ସେଥିରେ ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍‌, କନ୍‌ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍‌, ଟମାଟୋ ସସ୍‌, ଲଙ୍କା ପାଉଡର, ଗରମ ମସଲା, କଲ୍‌ର ପାଉଡର ଓ […]

Butterfly Chicken

Tapaswini Nayak
  • Published: Friday, 18 March 2022
  • , Updated: 18 March 2022, 12:04 PM IST

ଆବଶ୍ୟକ ସାମଗ୍ରୀ: ବୋନଲେସ ଚିକେନ, ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍‌, କନ୍‌ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍‌, ଟମାଟୋ ସସ୍‌, ଆଳୁ, ଲୁଣ, ଲଙ୍କା ପାଉଡର, ଗରମ ମସଲା, କଲ୍‌ର ପାଉଡର, ତେଲ

ପ୍ରସ୍ତୁତି ପ୍ରଣାଳୀ: ବଜାରରୁ ବୋନଲେସ ଚିକେନ ଆଣି  ତାକୁ ଏକ ପାତ୍ରରେ ରଖନ୍ତୁ। ସେଥିରେ ଅଦାରସୁଣ ପେଷ୍ଟ, ବଟର, ସୋୟା ସସ୍‌, କନ୍‌ଫ୍ଲୋର, ମଇଦା, ଲେମ୍ବୁ, ଚିଲି ସସ୍‌, ଟମାଟୋ ସସ୍‌, ଲଙ୍କା ପାଉଡର, ଗରମ ମସଲା, କଲ୍‌ର ପାଉଡର ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ।  ପରେ ମସଲାଟିକୁ ୨ ଘଣ୍ଟା ପର୍ଯ୍ୟନ୍ତ ଫ୍ରିଜରେ ରଖି ଦିଅନ୍ତୁ।

 ପରେ ଆଳୁକୁ ଚୋପା ଛଡ଼ାଇ ଗୋଲ ଗୋଲ କାଟି ରଖି ରଖନ୍ତୁ।ଏହା ପରେ କାଠିରେ ଆଳୁ ଓ ଗୋଳାଇ ରଖିଥିବା ଚିକେନକୁ ଫୋଡ଼ି ତେଲରେ ଛାଣନ୍ତୁ।  ଏହା ଛାଣି ହୋଇଗଲା ପରେ ବାହାରକୁ କାଢ଼ି ଦିଅନ୍ତୁ।  ପ୍ରସ୍ତୁତ ହୋଇଗଲା ବଟର ଫ୍ଲାଏ ଚିକେନ।

Related story