ଆବଶ୍ୟକ ସାମଗ୍ରୀ: ଆଳୁ, କଟା ପିଆଜ, କଟା କଞ୍ଚା ଲଙ୍କା, ମେଥିପତ୍ର, ଗୋଟା ଜିରା, କନ୍ଫ୍ଲୋର, ମଇଦା, ହଳଦି, ଲୁଣ, ତେଲ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଆଳୁକୁ ଚୋପା ଛଡ଼ାଇ ତାକୁ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ପରେ ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ସେଥିରେ କଟା ପିଆଜ, କଟା କଞ୍ଚା ଲଙ୍କା, ମେଥିପତ୍ର ଓ ଗୋଟା ଜିରାକୁ ପକାଇ ଭଲଭାବରେ ଗୋଳାଇ ଦିଅନ୍ତୁ। ପରେ ସେଥିରେ କନ୍ଫ୍ଲୋର, ମଇଦା, ହଳଦି ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ।
ପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ବରାକୁ ଗୋଲ ଗୋଲ କରି ଛାଣନ୍ତୁ। ବରାର ଦୁଇ ପାର୍ଶ୍ୱ ହୋଇଗଲେ ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଞ୍ଚା ଆଳୁ ବରା
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...