ଆବଶ୍ୟକ ସାମଗ୍ରୀ: ମଟନ୍ କିମ୍ବା ଚିକେନ୍ କଲିଜା, ପିଆଜ, ଟମାଟୋ, ଗରମ ମସଲା ପାଉଡ଼ର, ଅଦା-ରସୁଣ ଛେଚା, ଜିରା, କଞ୍ଚାଲଙ୍କା, ଗୁଜୁରାତି, ତେଲ, ଲବଙ୍ଗ, ଗୋଲମରିଚ, ଧନିଆ ପତ୍ର, ଡ଼ାଲଚିନି, ଲୁଣ ଓ ହଳଦି।
ପ୍ରସ୍ତୁତି: ପ୍ରଥମେ କଲିଜାକୁ ଛୋଟ ଛୋଟ କରି କାଟି ଦିଅନ୍ତୁ। ପିଆଜ, ଅଦା, ରସୁଣ ଓ କଞ୍ଚାଲଙ୍କାକୁ ମଧ୍ୟ ଛୋଟ ଛୋଟ କାଟି ଦିଅନ୍ତୁ। କଡ଼େଇରେ ତେଲ ଗରମ କରି ପିଆଜକୁ ଭଲ ଭାବେ ଭାଜନ୍ତୁ। ପିଆଜ ଲାଲ ହୋଇ ଆସିଲେ ସେଥିରେ ଅଦା-ରସୁଣ ଛେଚା ଓ କଞ୍ଚାଲଙ୍କା ପକାଇ କଷନ୍ତୁ। ଏହା କଷି ହୋଇଗଲେ ସେଥିରେ ଟମାଟୋ, ଦହି, କଲିଜା, ଲୁଣ, ହଳଦି ଓ ଗରମ ମସଲା ଦେଇ ଘୋଡ଼ାଇ ଦିଅନ୍ତୁ । କଲିଜା ସିଝିଗଲେ ସେଥିରେ କଟା ଧନିଆପତ୍ର ଦେଇ ପରଷନ୍ତୁ ଗରମା ଗରମ ‘କଲିଜା ଦୋପିଆଜା’ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...