ଆବଶ୍ୟକ ସାମଗ୍ରୀ:
ପାଣିରେ ଭିଜା ହୋଇରହିଥିବା ମସୁର ଡାଲି, ସିଝା ଆଳୁ, ବ୍ରେଡ୍ କ୍ରମ୍ସ, କଟା ଧନିଆପତ୍ର, କଟା ଅଦା, କଟା କଞ୍ଚାଲଙ୍କା, ଧନିଆ ପାଉଡର, ଗରମ ମସଲା, ହେଙ୍ଗୁ, ଲଙ୍କା ଗୁଣ୍ଡ, ଲୁଣ ଓ ତେଲ।
ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ଏକ ପାତ୍ରରେ ସିଝା ଆଳୁ, ଭିଜା ମସୁର ଡାଲି, ଲଙ୍କା ଗୁଣ୍ଡ, ଲୁଣ, ଗରମ ମସଲା, କଟା ଅଦା, କଟା ଧନିଆ ପତ୍ର, ଧନିଆ ପାଉଡର, ହେଙ୍ଗୁ ଓ କଟା କଞ୍ଚା ଲଙ୍କାକୁ ନେଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ବର୍ତ୍ତମାନ ଏହି ମିଶ୍ରଣକୁ ମନ ପସନ୍ଦର ଆକୃତି ଦେଇ ବ୍ରେଡ୍ କ୍ରମ ଲଗାଇ ରଖିଦିଅନ୍ତୁ।
ଏବେ କଡ଼େଇରେ ତେଲ ଗରମ କରି ସେଗୁଡ଼ିକୁ ଛାଣିଦିଅନ୍ତୁ। ହାଲକା ଲାଲ୍ ହୋଇଗଲେ ସେଗୁଡ଼ିକୁ ଏକ ପ୍ଲେଟକୁ କାଢ଼ି ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ‘ମସୁର ଡାଲି କଟ୍ଲେଟ୍’। ଏହାକୁ ପୋଦିନା ଚଟଣୀ କିମ୍ବା ଟମାଟୋ ଓ ଚିଲି ସସ୍ ସହିତ ପରଷନ୍ତୁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...