ମନଲୋଭା ମଟନ୍‌ କଟ୍‌ଲେଟ୍

ଆବଶ୍ୟକ ସାମଗ୍ରୀ: ମଟନ୍‌ କିମା, ପିଆଜ, ସିଝା ଆଳୁ, କର୍ଣ୍ଣଫ୍ଲୋର, କଞ୍ଚା ଲଙ୍କା, ଅଦା ଓ ରସୁଣ ବଟା, ଗରମ ମସଲା, ଲଙ୍କା ଗୁଣ୍ଡ, କଟା ଧନିଆ ପତ୍ର, ତେଲ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଡ଼େଇରେ ତେଲ ଗରମ କରି କଟା ପିଆଜ ପକାନ୍ତୁ। ପିଆଜର ରଙ୍ଗ ସୁନେଲୀ ହେବା ପର୍ଯ୍ୟନ୍ତ ଭାଜନ୍ତୁ। ଏହାପରେ ସେଥିରେ ମଟନ୍‌ କିମା, ଅଦା ଓ ରସୁଣ ବଟା ପକାଇ ଭଲ ଭାବେ କଷନ୍ତୁ। କିଛି ସମୟ ପରେ […]

cutlet

cutlet

Chinmayee Roy
  • Published: Wednesday, 21 August 2019
  • Updated: 21 August 2019, 02:28 PM IST

Sports

Latest News

ଆବଶ୍ୟକ ସାମଗ୍ରୀ: ମଟନ୍‌ କିମା, ପିଆଜ, ସିଝା ଆଳୁ, କର୍ଣ୍ଣଫ୍ଲୋର, କଞ୍ଚା ଲଙ୍କା, ଅଦା ଓ ରସୁଣ ବଟା, ଗରମ ମସଲା, ଲଙ୍କା ଗୁଣ୍ଡ, କଟା ଧନିଆ ପତ୍ର, ତେଲ ଓ ଲୁଣ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଡ଼େଇରେ ତେଲ ଗରମ କରି କଟା ପିଆଜ ପକାନ୍ତୁ। ପିଆଜର ରଙ୍ଗ ସୁନେଲୀ ହେବା ପର୍ଯ୍ୟନ୍ତ ଭାଜନ୍ତୁ। ଏହାପରେ ସେଥିରେ ମଟନ୍‌ କିମା, ଅଦା ଓ ରସୁଣ ବଟା ପକାଇ ଭଲ ଭାବେ କଷନ୍ତୁ।

କିଛି ସମୟ ପରେ ଏଥିରେ ଲଙ୍କା ଗୁଣ୍ଡ, ଲୁଣ ଓ ଗରମ ମସଲା ପକାଇ କିଛି ସମୟ ପାଇଁ ଘୋଡ଼ାଇ ଦିଅନ୍ତୁ। ମଟନ୍‌ ଭଲ ଭାବେ ସିଝି ଗଲା ପରେ ଏହାକୁ ଚୁଲିରୁ ଓହ୍ଲାଇ ଦିଅନ୍ତୁ।

ଏବେ ଗୋଟିଏ ପାତ୍ରରେ କର୍ଣ୍ଣଫ୍ଲୋର ଓ ଅଳ୍ପ ପାଣି ମିଶାଇ ଘୋଳ ପ୍ରସ୍ତୁତ କରନ୍ତୁ। ଅନ୍ୟ ଏକ ପାତ୍ରରେ ସିଝା ଆଳୁକୁ ଲୁଣ ଦେଇ ଚକଟି ସେଥିରେ ପୂର୍ବ ପ୍ରସ୍ତୁତ ମଟନ୍‌ ମିଶାନ୍ତୁ।

ଏହି ମିଶ୍ରଣକୁ ଅଟାଗୋଳା ପରି ଗୋଲ ଗୋଲ କରି ତାକୁ ଦୁଇ ହାତରେ ଅଳ୍ପ ଚାପି କର୍ଣ୍ଣଫ୍ଲୋର ଘୋଳରେ ବୁଡ଼ାଇ ଗରମ ତେଲରେ ଛାଣନ୍ତୁ। ଗୋଲ୍ଡେନ୍‌ ବ୍ରାଉନ୍‌ ରଙ୍ଗ ହେବା ପରେ ସେଗୁଡ଼ିକୁ ପ୍ଲେଟ୍‌କୁ କାଢ଼ି ଆଣନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ‘ମଟନ୍‌ କଟ୍‌ଲେଟ୍‌’। ଏହାକୁ ସସ୍ କିମ୍ବା ଚଟଣି ସହ ପରଷନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story