ସାଧାରଣତଃ ହିନ୍ଦୁ ଧର୍ମରେ ଜ୍ୟେଷ୍ଠ ମାସର ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ବୋଲି କୁହାଯାଇଥାଏ। ଆଜି ହେଉଛି ସେହି ପବିତ୍ର ଦିନ। ଏହି ପବିତ୍ର ଦିନରେ ସମସ୍ତଙ୍କ ମନ କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ଆସନ୍ତୁ ଜାଣିବା ଆଜିର ଏହି ପବିତ୍ର ଦିନରେ କେଉଁ କାମ କଲେ ଆପଣଙ୍କ ଉପରେ ମା’ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି ପଡ଼ିବ।
* ଏହି ଦିନ ସକାଳେ ଉଠି ପ୍ରଥମେ ଗଙ୍ଗା ସ୍ନାନ କରିବା ପରେ ମହାଲକ୍ଷ୍ମୀଙ୍କୁ ଆରଧନା କରି ମିଠା ଦ୍ରବ୍ୟର ଭୋଗ ଚଢ଼ାନ୍ତୁ।
* ଲକ୍ଷ୍ମୀଙ୍କ ମହାମନ୍ତ୍ର ଜପ କରନ୍ତୁ। ଫଳରେ ମା’ ପ୍ରସନ୍ନ ହେବା ସହ ଆପଣଙ୍କ ମନକାମନା ପୂର୍ଣ୍ଣ କରିଥାନ୍ତି।
*ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଯେ କୌଣସି ମନ୍ଦିରକୁ ଝାଡୁ ଦାନ କରିବା ଶୁଭ ବୋଲି କୁହାଯାଏ। ହିନ୍ଦୁ ଧର୍ମରେ ଝାଡ଼ୁକୁ ଲୋକେ ମା’ ଲକ୍ଷ୍ମୀଙ୍କ ସହିତ ଯୋଡ଼ି ଦେଖନ୍ତି।
* ଏହି ପବିତ୍ର ଦିନରେ ଶିବ ଲିଙ୍ଗରେ ଦୁଗ୍ଧ ଅର୍ପଣ କରିବା ଦ୍ୱାରା ଲକ୍ଷ୍ମୀଙ୍କ କୃପା ଲାଭ ହୋଇଥାଏ।
ରିପୋର୍ଟ ଓ ଫଟୋ- ଦୈନିକ ଜାଗରଣ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...