ଆବଶ୍ୟକ ସାମଗ୍ରୀ: ଆମ୍ବ, ଛେନା, ଗୋଲାପ ଏସେନ୍ସ, ଚିନି, ପେସ୍ତା ବାଦାମ ଓ ଆଲ୍ମଣ୍ଡ୍
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ଛେନା, ଚିନି ଓ ଗୋଲାପ ଏସେନ୍ସ ମିଶାଇ ଭଲ ଭାବେ ଚକଟି ଦିଅନ୍ତୁ। ବର୍ତ୍ତମାନ ଆମ୍ବକୁ ଛେଲି ସେଥିରେ ଅଳ୍ପ ପାଣି ଦେଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହା ପରେ ଛେନା ମିଶ୍ରଣକୁ ଏକ ପ୍ଲେଟ୍ ଉପରେ ଖେଳାଇ ପକାନ୍ତୁ। ଏହା ଉପରେ ଆମ୍ବ ମିଶ୍ରଣକୁ ବି ଖେଳାଇ ପକାନ୍ତୁ। ତା’ ଉପରେ କଟା ପେସ୍ତା ବାଦାମ ଓ ଆଲମଣ୍ଡ ପକାନ୍ତୁ। ଏବେ ପ୍ଲେଟ୍କୁ ଫ୍ରିଜ୍ରେ ୨ ରୁ ୩ ଘଣ୍ଟା ପର୍ଯ୍ୟନ୍ତ ରଖି ଦିଅନ୍ତୁ। ଏହାକୁ ଫ୍ରିଜ୍ରୁ କାଢ଼ି ବିଭିନ୍ନ ଆକୃତିରେ କାଟି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ‘ମ୍ୟାଙ୍ଗୋ ସନ୍ଦେସ୍’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...