ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍): ଆପଣ ସାଧାରଣତଃ ବିରି ବା ଅଟା ଚକୁଳି ଖାଇବାକୁ ଭଲ ପାଉଥିବେ। ଆଜି ଆମେ ଏକ ନିଆରା ସ୍ୱାଦର 'ସୁଜି ଚକୁଳି' ପ୍ରସ୍ତୁତି ସମ୍ପର୍କରେ ଆପଣଙ୍କୁ ଟିପ୍ସ୍ ଦେବୁ।
ଆବଶ୍ୟକ ସାମଗ୍ରୀ: ସୁଜି, ଆଳୁ, ପିଆଜ, ରିଫାଇନ୍ ତେଲ ଏବଂ ଲୁଣ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଆଳୁକୁ ଭଳ ଭାବେ ଧୋଇ ଟିକି ଟିକି କରି କାଟି ଦିଅନ୍ତୁ। କିଛି ପିଆଜକୁ ମଧ୍ୟ ଚୁନା ଚୁନା କରି କାଟନ୍ତୁ। କଟା ଆଳୁ ଓ କଟା ପିଆଜକୁ ଭଲ କରି ମିଶାଇ ଦେଇ ଏଥିରେ ସୁଜି ଆଉ ପାଣି ଦେଇ ଗୋଳାନ୍ତୁ। ଏବେ ଗ୍ୟାସ୍ରେ ଏକ ତାୱା ବସାଇ ଗରମ କରନ୍ତୁ। ତାୱା ଗରମ ହୋଇଗଲା ପରେ ସେଥିରେ ରିଫାଇନ୍ ତେଲ ଭଲ କରି ଲଗାଇ ଦିଅନ୍ତୁ। ତାୱାରେ ତେଲ ଭଲ କରି ଗରମ ହେଲା ପରେ ଗୋଳା ହୋଇ ରହିଥିବା ସୁଜିକୁ ପକାଇ ହାତରେ ଥାପି ଦେଇ ଏହାର ଚାରି ପାଖରେ ତେଲ ବୁଲେଇ ଦିଅନ୍ତୁ। ଅଳ୍ପ ଆଞ୍ଚରେ ଏହାକୁ ଛାଡ଼ି ଦିଅନ୍ତୁ। କିଛି ସମୟ ପରେ ଏହାକୁ ଏକ ପାତ୍ରକୁ କାଢି ଗରମା ଗରମ ‘ସୁଜି ଚକୁଳି’ ପରଷନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...