ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହର ଭଲ ଓ ଖରାପ ସ୍ଥିତି ଜୀବନ ଉପରେ ପ୍ରଭାବ ପକାଇଥାଏ। ଗ୍ରହ ଭଲ ସ୍ଥିତିରେ ଥିଲେ ଜୀବନରେ ସୁଖ ଶାନ୍ତି ବଜାୟ ରହେ। ସେହିପରି ଗ୍ରହ ଖରାପ ସ୍ଥିତିରେ ରହିଲେ ଜୀବନରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ଆପଣ ମଧ୍ୟ କୌଣସି ସମସ୍ୟାର ସମ୍ମୁଖୀନ ହେଉଥିଲେ ଗ୍ରହ ସହ ଜଡ଼ିତ ଛୋଟ ଛୋଟ ଉପାୟ ବିଷୟରେ ଜାଣି ସମସ୍ୟା ଗୁଡ଼ିକୁ ଦୂର କରିପାରିବେ ।
- କୁଣ୍ଡଳୀରେ ଚନ୍ଦ୍ର ଦୋଷ ଥିଲେ ସୋମବାର ଦିନ କଞ୍ଚା କ୍ଷୀର ଶିବ ଲିଙ୍ଗ ଉପରେ ଢାଳନ୍ତୁ। ଏପରି କଲେ ଚନ୍ଦ୍ରଙ୍କ କୋପ ଦୃଷ୍ଟି ଦୂର ହୋଇଥାଏ।
- କୁଣ୍ଡଳୀରେ ଗୁରୁ ଦୋଷ ଥିଲେ କିମ୍ୱା ବିବାହରେ ବାଧା ଉପୁଜୁଥିଲେ ଶିବଲିଙ୍ଗରେ କେଶର ଓ ହଳଦୀ ମିଶା କ୍ଷୀର ଚଢାନ୍ତୁ।
- ମଙ୍ଗଳଙ୍କ କୁଦୃଷ୍ଟିରୁ ବଞ୍ଚିବା ଲାଗି ଶିବଲିଙ୍ଗ ଉପରେ ବେଲ ପତ୍ର ଅଭିଷେକ କରାନ୍ତୁ। ଏପରି କଲେ ଜୀବନରେ ସକାରାତ୍ମକ ପ୍ରଭାବ ପଡିଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...