ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍): ଘରକୁ ଅତିଥି ଆସିଲେ, ଆପଣ ଚଟାପଟ୍ କୌଣସି ଲସି ନିହାତି ପ୍ରସ୍ତୁତ କରୁଥିବେ। ଆଜି ଆମେ ଆପଣଙ୍କୁ କଦଳୀରୁ ପ୍ରସ୍ତୁତ 'ବାନାନା ଲସି'ର ତିଆରି ସମ୍ପର୍କରେ ବତାଇବୁ।
ଆବଶ୍ୟକ ସାମଗ୍ରୀ: ପାଚିଲା କଦଳୀ, ଦହି, ଚିନି, ଅଳେଇଚ ପାଉଡର୍, ପିସ୍ତା ବାଦାମ, କାଜୁ ବାଦାମ ଓ ବରଫ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପାଚିଲା କଦଳୀରୁ ଚୋପା ଛଡାଇ ଦେଇ ତାକୁ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏବେ କଟା ହୋଇଥିବା କଦଳୀ ସହ ଦହି ଓ ଚିନି ପକାଇ ତାକୁ ଗ୍ରାଇଣ୍ଡିଂ କରି ଦିଅନ୍ତୁ । ଏବେ ସେଥିରେ ବରଫର ଛୋଟ ଛୋଟ ଖଣ୍ଡ ପକାଇ ଆହୁରି ଗ୍ରାଇଣ୍ଡିଂ କରନ୍ତୁ। ଏହାପରେ ଅଳ୍ପ ଲୁଣ ସହ ଏଥିରେ ଅଳେଇଚ ପାଉଡର୍ ପକାଇ ଭଲଭାବେ ଫେଣ୍ଟି ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଆପଣଙ୍କ ସ୍ୱାଦିଷ୍ଟ 'ବାନାନା ଲସି'।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...