ଶୀତଦିନେ ଘରେ କରନ୍ତୁ ବନ୍ଧାକୋବି ପରଟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍‌): ବନ୍ଧାକୋବିକୁ ନେଇ ବିଭିନ୍ନ ପ୍ରକାରର ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ କରାଯାଇ ପାରିବ। ଆଜି ଆମେ ବନ୍ଧାକୋବି ପରଟାର ପ୍ରସ୍ତୁତି ସମ୍ପର୍କରେ ଆପଣଙ୍କୁ କହିବୁ। ଆବଶ୍ୟକ ସାମଗ୍ରୀ: ବନ୍ଧାକୋବି, ଅଦା,ରସୁଣ, କଞ୍ଚାଲଙ୍କା, ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଅଟା ଓ ତେଲ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ବନ୍ଧାକୋବିକୁ କାଟି ରଖନ୍ତୁ। ‌ଏବେ ଅଦା,ରସୁଣ ଓ କଞ୍ଚାଲଙ୍କାକୁ ଏକାଠି ବାଟି ସେଥିରେ ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡକୁ ମିଶାଇ ଏହାକୁ […]

Cabbage-Stuffed-Paratha_620

Cabbage-Stuffed-Paratha_620

Chinmayee Roy
  • Published: Wednesday, 28 November 2018
  • Updated: 28 November 2018, 09:58 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍‌): ବନ୍ଧାକୋବିକୁ ନେଇ ବିଭିନ୍ନ ପ୍ରକାରର ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ କରାଯାଇ ପାରିବ। ଆଜି ଆମେ ବନ୍ଧାକୋବି ପରଟାର ପ୍ରସ୍ତୁତି ସମ୍ପର୍କରେ ଆପଣଙ୍କୁ କହିବୁ।

ଆବଶ୍ୟକ ସାମଗ୍ରୀ: ବନ୍ଧାକୋବି, ଅଦା,ରସୁଣ, କଞ୍ଚାଲଙ୍କା, ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଅଟା ଓ ତେଲ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ବନ୍ଧାକୋବିକୁ କାଟି ରଖନ୍ତୁ। ‌ଏବେ ଅଦା,ରସୁଣ ଓ କଞ୍ଚାଲଙ୍କାକୁ ଏକାଠି ବାଟି ସେଥିରେ ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡକୁ ମିଶାଇ ଏହାକୁ ବନ୍ଧାକୋବି ସହ ଗୋଳାଇ ଦିଅନ୍ତୁ।

ଏବେ ଏଥିରେ ଅଟା ପକାନ୍ତୁ। ଅଳ୍ପ ଅଳ୍ପ ପାଣି ଦେଇ ଏହି ଅଟା ମିଶ୍ରଣକୁ ଭଲ ଭାବେ ଚକଟନ୍ତୁ। ଅଟା ଚକଟି ସାରିବା ପରେ ନରମ ହେବା ପାଇଁ ଏହାକୁ ଏକ କପଡ଼ାରେ ଘୋଡ଼ାଇ କିଛି ସମୟ ରଖି ଦିଅନ୍ତୁ।

କିଛି ସମୟ ପରେ ଛୋଟ ଛୋଟ ଅଟା ଗୋଳା ତିଆରି କରି ପରଟା ବେଲନ୍ତୁ। ଏବେ ତାୱା ଗରମ କରି ପରଟା ସେକନ୍ତୁ।

ପରଟାର ଦୁଇ ପଟ ଭଲ ଭାବେ ସେକି ହୋଇଯିବା ପରେ ଏହା ଉପରେ ତେଲ କିମ୍ବା ଘିଅ ଦେଇ ଆହୁରି ସେକନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଆପଣଙ୍କର ବନ୍ଧାକୋବି ପରଟା। ଏହାକୁ ଗରମା ଗରମ ଦହି, ଚଟଣୀ କିମ୍ବା ଆଚାର ସହ ପରଷନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story