ଜାଣନ୍ତୁ କେମିତି ତିଆରି ହୁଏ ଚଟ୍‌ପଟା ‘ଆଚାରି ପ୍ରନ୍’

ଆବଶ୍ୟକ ସାମଗ୍ରୀ: ଚିଙ୍ଗୁଡ଼ି, କଟା ପିଆଜ, ପିଆଜ- ଅଦା-ରସୁଣ ବଟା, ଟମାଟୋ, କାଜୁ ପେଷ୍ଟ୍‌, ତେଲ, ଲବଙ୍ଗ, ଗୁଜୁରାତି, ଡାଲଚିନି, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଆମଚୁର ପାଉଡର, ଦହି, ଚାଟ୍‌ ମସଲା ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିକୁ ଭଲ ଭାବେ ଧୋଇ ସାରିବା ପରେ ଏଥିରେ ଲୁଣ, ହଳଦୀ ଓ ଅଳ୍ପ ଦହି ଗୋଳାଇ ମ୍ୟାରିନେଟ୍ କରି ରଖନ୍ତୁ। କିଛି ସମୟ ପରେ ଏକ କଡ଼େଇରେ ତେଲ ଗରମ କରି […]

prawn2

prawn2

Chinmayee Roy
  • Published: Wednesday, 26 June 2019
  • Updated: 26 June 2019, 02:39 PM IST

Sports

Latest News

ଆବଶ୍ୟକ ସାମଗ୍ରୀ: ଚିଙ୍ଗୁଡ଼ି, କଟା ପିଆଜ, ପିଆଜ- ଅଦା-ରସୁଣ ବଟା, ଟମାଟୋ, କାଜୁ ପେଷ୍ଟ୍‌, ତେଲ, ଲବଙ୍ଗ, ଗୁଜୁରାତି, ଡାଲଚିନି, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଆମଚୁର ପାଉଡର, ଦହି, ଚାଟ୍‌ ମସଲା ଓ ଲୁଣ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିକୁ ଭଲ ଭାବେ ଧୋଇ ସାରିବା ପରେ ଏଥିରେ ଲୁଣ, ହଳଦୀ ଓ ଅଳ୍ପ ଦହି ଗୋଳାଇ ମ୍ୟାରିନେଟ୍ କରି ରଖନ୍ତୁ। କିଛି ସମୟ ପରେ ଏକ କଡ଼େଇରେ ତେଲ ଗରମ କରି ସେଥିରେ ଚିଙ୍ଗୁଡ଼ିକୁ ପକାଇ ଗୋଲ୍ଡେନ୍‌ ବ୍ରାଉନ ହେବା ଯାଏ ଭାଜନ୍ତୁ। ସବୁ ଚିଙ୍ଗୁଡ଼ି ଭାଜି ହୋଇଗଲା ପରେ ଏହା କାଢ଼ି ଅଲଗା ରଖିଦିଅନ୍ତୁ।

ଏବେ ଏକ କଡ଼େଇରେ ତେଲ ଗରମ କରି ଏଥିରେ ଲବଙ୍ଗ, ଗୁଜୁରାତି ଓ ଡାଲଚିନି ପକାଇ ଭାଜନ୍ତୁ। ପରେ ଏଥିରେ କଟା ପିଆଜ ପକାଇ କିଛି ସମୟ ଭାଜନ୍ତୁ। ପିଆଜ ଲାଲ୍‌  ହେବା ପରେ ଏଥିରେ ପିଆଜ, ଅଦା ଓ ରସୁଣ ବଟା ପକାଇ କିଛି ସମୟ କଷନ୍ତୁ। କିଛି ସମୟ କଷିବା ପରେ ଏଥିରେ ଟମାଟୋ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଏବଂ ଚାଟ୍‌ ମସଲା ପକାଇ ଆଉ କିଛି ସମୟ ଧୀମା ଆଞ୍ଚରେ କଷନ୍ତୁ।

ମସଲା କଷି ହୋଇ ଆସିଲେ, ଏଥିରେ ଭଜା ଚିଙ୍ଗୁଡ଼ି, ଲୁଣ, ଆମଚୁର ପାଉଡର୍‌ ଓ କାଜୁ ପେଷ୍ଟ୍‌ ପକାଇ ପୁଣି କଷନ୍ତୁ। ଏବେ ଏହାକୁ ସିଝିବା ଲାଗି କିଛି ସମୟ ଘୋଡ଼ଣୀ ଦେଇ ଛାଡ଼ି ଦିଅନ୍ତୁ। ସିଝିଗଲା ପରେ ଏହାକୁ ପ୍ଲେଟ୍‌କୁ କାଢ଼ି ଦିଅନ୍ତୁ।

ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କ ଚଟ୍‌ପଟା ‘ଆଚାରି ପ୍ରନ୍’। ଏବେ ଏହାକୁ ରୁଟି, ନାନ୍‌, ପରଟା ବା ରୁମାଲ୍‌ ରୁଟି ସହ ପରଷନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story