ଆବଶ୍ୟକ ସାମଗ୍ରୀ:
- କ୍ଷୀର
- ଚିନି
- ଗୁଆ ଘିଅ
- ବେସନ
- ଛେନା
- ଗୁଜୁରାତି
ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ପାଣି ଦେଇ ବେସନକୁ ଭଲ ଭାବେ ଗୋଳାଇ ଦିଅନ୍ତୁ। ପରେ ଏହାକୁ ଜାଲି ଚଟୁ ସାହାଯ୍ୟରେ ଗରମ ଘିଅରେ ଛାଣି ବୁନ୍ଦି ପ୍ରସ୍ତୁତ କରନ୍ତୁ। ଏହା ପରେ ଅଳେଇଚକୁ ଛେଚି ରଖନ୍ତୁ। ଅନ୍ୟ ଏକ ପାତ୍ରରେ କ୍ଷୀରକୁ ଗରମ କରନ୍ତୁ। କ୍ଷୀର ଗରମ ହୋଇଗଲା ପରେ ସେଥିରେ ଚିନି ପକାନ୍ତୁ। କ୍ଷୀର ଓ ଚିନିକୁ ଆଉଟି ଆଉଟି ଅଧା କରନ୍ତୁ। ଏଥିରେ ପୂର୍ବରୁ ଛଣା ହୋଇ ରହିଥିବା ବୁନ୍ଦିଆକୁ ଦରକାର ଅନୁଯାୟୀ ପକାନ୍ତୁ। ବୁନ୍ଦିଆକୁ କ୍ଷୀରରେ ବଡ଼ ଚାମଚ ସାହାଯ୍ୟରେ ଚାପି ଚାପି ଦିଅନ୍ତୁ। ଶେଷରେ ଅଳେଇଚ ଓ ଛେନା ପକାନ୍ତୁ ଏବଂ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଏହାକୁ ଚୁଲିରୁ ତଳକୁ ଓହ୍ଲାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ‘ବୁନ୍ଦିଆ ଖିରି’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...