ଚଟ୍‌ପଟା ଫ୍ରାଏଡ୍‌ ମୋମୋଜ୍-Know the Recipe Of Fried Momos

ଆବଶ୍ୟକ ସାମଗ୍ରୀ: ମଇଦା, ବନ୍ଧା କୋବି, ଗାଜର, କ୍ୟାପ୍‌ସିକମ୍‌, ଧନିଆ ପତ୍ର, ତେଲ, କଞ୍ଚା ଲଙ୍କା, ଅଦା, ଲୁଣ, ଦହି, ବେସନ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା ଓ ବଟର। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ମଇଦାରେ ଅଳ୍ପ ତେଲ ଓ ପାଣି ମିଶାଇ ଭଲକରି ଦଳି ଦିଅନ୍ତୁ। ନରମ ହେବା ଲାଗି ଏହାକୁ ୨୦ ରୁ ୨୫ ମିନିଟ୍‌ ଓଦା କପଡ଼ାରେ ଘୋଡ଼ାଇ ରଖନ୍ତୁ। ଏବେ ବନ୍ଧା କୋବି, ଗାଜର, କ୍ୟାପ୍‌ସିକମ୍‌, […]

momo

momo

Chinmayee Roy
  • Published: Wednesday, 01 April 2020
  • Updated: 06 August 2020, 02:41 PM IST

ଆବଶ୍ୟକ ସାମଗ୍ରୀ:

ମଇଦା, ବନ୍ଧା କୋବି, ଗାଜର, କ୍ୟାପ୍‌ସିକମ୍‌, ଧନିଆ ପତ୍ର, ତେଲ, କଞ୍ଚା ଲଙ୍କା, ଅଦା, ଲୁଣ, ଦହି, ବେସନ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା ଓ ବଟର।

ପ୍ରସ୍ତୁତି ପ୍ରଣାଳୀ:

ପ୍ରଥମେ ଏକ ପାତ୍ରରେ ମଇଦାରେ ଅଳ୍ପ ତେଲ ଓ ପାଣି ମିଶାଇ ଭଲକରି ଦଳି ଦିଅନ୍ତୁ। ନରମ ହେବା ଲାଗି ଏହାକୁ ୨୦ ରୁ ୨୫ ମିନିଟ୍‌ ଓଦା କପଡ଼ାରେ ଘୋଡ଼ାଇ ରଖନ୍ତୁ। ଏବେ ବନ୍ଧା କୋବି, ଗାଜର, କ୍ୟାପ୍‌ସିକମ୍‌, ଅଦା ଓ ଧନିଆ ପତ୍ରକୁ ଛୋଟ ଛୋଟ କାଟି ଏକ ପାତ୍ରରେ ରଖନ୍ତୁ। ଲୁଣ ଓ କଟା କଞ୍ଚା ଲଙ୍କାକୁ ଏହି ପରିବାରେ ମିଶାନ୍ତୁ।

ଏହାପରେ ଚକଟା ହୋଇ ରଖା ଯାଇଥିବା ମଇଦାରେ ଛୋଟ ଛୋଟ ଗୁଳା ତିଆରି କରି ବେଲନ୍ତୁ ଓ ପରିବାକୁ ଏହା ଭିତରେ ପୂର ଭଳି ଦିଅନ୍ତୁ। ଏହାକୁ ନିଜ ମନ ପସନ୍ଦର ଆକୃତି ଦେଇ ଚାରିପଟୁ ବନ୍ଦ କରି ଦିଅନ୍ତୁ।

ଏବେ ଆଉ ଏକ ପାତ୍ରରେ ଦହି ଓ ବେସନର ଘୋଳ ପ୍ରସ୍ତୁତ କରନ୍ତୁ। ଏହି ଘୋଳରେ ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା ଓ ଲହୁଣୀ ପକାଇ ଭଲ ଭାବେ ଗୋଳାନ୍ତୁ। ଏହାପରେ ମୋମୋ ଗୁଡ଼ିକୁ ଏହି ଘୋଳରେ ବୁଡ଼ାନ୍ତୁ ଓ କଡ଼େଇରେ ତେଲ ଗରମ କରି ଛାଣନ୍ତୁ। ଗୋଲ୍ଡେନ୍‌ ବ୍ରାଉନ୍‌ ହେବା ଯାଏ ମୋମୋଗୁଡ଼ିକୁ ତେଲରେ ରଖନ୍ତୁ। ତା’ପରେ ଛାଣନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଚଟପଟା ଫ୍ରାଏଡ୍‌ ମୋମୋଜ୍। ଏହାକୁ ଲଙ୍କା ଚଟଣୀ ଓ ମେଓନିଜ୍ ସହହିତ ଗରମ ଗରମ ପରଷନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story