ଆବଶ୍ୟକ ସାମଗ୍ରୀ: ଚିକେନ, ଲୁଣ, ହଳଦୀ, ଲଙ୍କା ଗୁଣ୍ଡ, ପିଆଜ ଟମାଟୋ, ତେଲ, କଟା କଞ୍ଚାଲଙ୍କା, ଗରମ ମସାଲା
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କରେଇରେ ତେଲ ଗରମ କରି ପିଆଜ ପକାନ୍ତୁ। ପିଆଜ ଭଲ ଭାବେ ଭାଜି ହୋଇଗଲା ପରେ କଟା କଞ୍ଚାଲଙ୍କା ଓ ଚିକେନ ପକାଇ କଷନ୍ତୁ। ତା’ ପରେ ହଳଦୀଗୁଣ୍ଡ, ଲୁଣ, ଲଙ୍କାଗୁଣ୍ଡ, କଟା ଟମାଟୋ ପକାଇ ଭଲ ଭାବେ ଗୋଳାନ୍ତୁ। ଚିକେନ ଭଲ ଭାବେ କଷି ହୋଇଗଲା ପରେ ଅଳ୍ପ ପାଣି ଦେଇ ଘୋଡ଼ାଇ ଦିଅନ୍ତୁ। ଚିକେନରୁ ପାଣି ମରିଯିବା ପରେ ଗରମ ମସଲା ପକାଇ ଓହ୍ଲାଇ ଗରମାଗରମ ରୁଟି କିମ୍ବା ନାନ୍ ସହ ସର୍ଭ କରନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଷ୍ଟେଜ୍-୪ କ୍ୟାନସରକୁ ହରାଇଲେ ସିଦ୍ଧୁଙ୍କ ପତ୍ନୀ, ଖାଉଥିଲେ ଏହି ସବୁ ଖାଦ୍ୟ
ବିନା ଖର୍ଚ୍ଚରେ କିଛି ପ୍ରାକୃତିକ ଖାଦ୍ୟ ଖାଇ କ୍ୟାନସରକୁ ପ୍ରତିହତ କରିଛନ୍ତି ସିଦ୍ଧୁଙ୍କ ପତ୍ନୀ।
Food
ଗଜା ମୁଗର ଫାଇଦା; ଚର୍ମକୁ କରେ ଚିକ୍କଣ, ହୃଦୟକୁ ରଖେ ସୁସ୍ଥ
ପ୍ରତିଦିନ ସକାଳେ ଗଜା ମୁଗ ଖାଇବା ଦ୍ୱାରା ଅନେକ ଫାଇଦା ମିଳିଥାଏ।
Food
ଗୁରୁବାରରେ ଘରେ ତିଆରି କରନ୍ତୁ ବାଦାମ ଚିକ୍କି
ଆଜି ଘରେ ଏହାକୁ ବନାନ୍ତୁ । ନିଜେ ଖାଆନ୍ତୁ ଓ ଘର ପରିବାର ଲୋକଙ୍କୁ ପରଷନ୍ତୁ।
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...