Advertisment

ଗୋଟା ରସୁଣ ଚିକେନ ଲଟପଟ

ଆବଶ୍ୟକ ସାମଗ୍ରୀ: ଚିକେନ, ପିଆଜ, ରସୁଣ ପାଖୁଡ଼ା, ଲୁଣ, ହଳଦୀ, ଲଙ୍କା ଗୁଣ୍ଡ,  ରିଫାଇଲ ତେଲ, ଗରମ ମସଲା। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନରେ ଲୁଣ, ହଳଦୀ ପକେଇ ଭଲ ଭାବରେ ଗୋଳାଇ ରଖନ୍ତୁ। କରେଇରେ ତେଲ ଗରମ କରି ପିଆଜ ପକାଇ ଭାଜି ରଖନ୍ତୁ। ପିଆଜ ଅଳ୍ପ ଭାଜି ହୋଇଗଲା ପରେ ଲୁଣ ହଳଦୀ ଗୋଳା ଚିକେନ୍‌ ପକାଇ କଷନ୍ତୁ। ଚିକେନ ଅଳ୍ପ କଷି ହୋଇଗଲେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ, […]

author-image
Niharika Rout
ଗୋଟା ରସୁଣ ଚିକେନ ଲଟପଟ

ccc

ଆବଶ୍ୟକ ସାମଗ୍ରୀ:ଚିକେନ, ପିଆଜ, ରସୁଣ ପାଖୁଡ଼ା, ଲୁଣ, ହଳଦୀ, ଲଙ୍କା ଗୁଣ୍ଡ,  ରିଫାଇଲ ତେଲ, ଗରମ ମସଲା।

Advertisment

ପ୍ରସ୍ତୁତି ପ୍ରଣାଳୀ:ପ୍ରଥମେ ଚିକେନରେ ଲୁଣ, ହଳଦୀ ପକେଇ ଭଲ ଭାବରେ ଗୋଳାଇ ରଖନ୍ତୁ। କରେଇରେ ତେଲ ଗରମ କରି ପିଆଜ ପକାଇ ଭାଜି ରଖନ୍ତୁ। ପିଆଜ ଅଳ୍ପ ଭାଜି ହୋଇଗଲା ପରେ ଲୁଣ ହଳଦୀ ଗୋଳା ଚିକେନ୍‌ ପକାଇ କଷନ୍ତୁ। ଚିକେନ ଅଳ୍ପ କଷି ହୋଇଗଲେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ, ଗରମ ମସଲା, ଗୋଟା ରସୁଣ ପକାଇ ଘାଣ୍ଟନ୍ତୁ।

ଚିକେନରେ ମସଲା ଭଲ ଭାବେ ମିଶି ଯିବା ପରେ ଘୋଡ଼ଣୀ ଘୋଡ଼ାଇ ଦିଅନ୍ତୁ। ପ୍ରତି ୪ରୁ ୫ ମିନିଟ୍‌ ବ୍ୟବଧାନରେ ଚିକେନକୁ ଗୋଳାଇ ଦିଅନ୍ତୁ। ଏହାପରେ ପ୍ରସ୍ତୁତ ହୋଇଯିବ ଗୋଟା ରସୁଣ ଚିକେନ ଲଟପଟ।

Advertisment