ଆବଶ୍ୟକ ସାମଗ୍ରୀ: ବଏଲ୍ ଚିକେନ୍, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, କଟା ସିମଲା ଲଙ୍କା, ଟମାଟୋ, ଦହି, ଗୋଲମରିଚ ଗୁଣ୍ଡ, ଧନିଆ ଗୁଣ୍ଡ, ଘିଅ/ବଟର, କଞ୍ଚା ଲଙ୍କା, ଭଜା ଜିରା ଗୁଣ୍ଡ, କଟା ଅଦା, ଲୁଣ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଡେଇରେ ଘିଅ କିମ୍ବା ବଟର ଗରମ କରନ୍ତୁ। ସେଥିରେ ଟମାଟୋ ଓ ଅଦା-ରସୁଣ ବଟା ପକାନ୍ତୁ। ଏଥିରେ ଢାଙ୍କୁଣି ଦେଇ ପ୍ରାୟ ୧୦ ମିନିଟ୍ ପର୍ଯ୍ୟନ୍ତ ଚୁଲିରେ ବସାନ୍ତୁ। ଟମାଟୋ ନରମ ହୋଇ ଆସିଲେ ସେଥିରେ ବଏଲ୍ ଚିକେନ୍, ସ୍ୱାଦ ଅନୁସାରେ ଲୁଣ, ଗୋଲମରିଚ ଗୁଣ୍ଡ, ସିମଲା ଲଙ୍କା, ଲଙ୍କା ଗୁଣ୍ଡ, ଭଜା ଜିରା ଏବଂ ଧନିଆ ଗୁଣ୍ଡ ପକାଇ ଭଲ କରି ଘାଣ୍ଟନ୍ତୁ।
ଏବେ ଏହି ମିଶ୍ରଣରେ ଦହି ପକାଇ ଗୋଳାନ୍ତୁ ଏବଂ ଏହି ମସଲାକୁ ୧୦ରୁ ୧୫ ମିନିଟ୍ ପର୍ଯ୍ୟନ୍ତ ସିଝିବାକୁ ଛାଡି ଦିଅନ୍ତୁ। ଶେଷରେ ଏଥିରେ କଟା ଅଦା, କଟା କଞ୍ଚା ଲଙ୍କା ପକାଇ ଭଲ ଭାବେ ଘାଣ୍ଟନ୍ତୁ। ପୁଣି ଥରେ ଏହାକୁ ୫ ମିନିଟ ପର୍ଯ୍ୟନ୍ତ ମଧ୍ୟମ ଆଞ୍ଚରେ ବସାନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କ ‘କଡ଼ାଇ ଚିକେନ୍’। ଏହାକୁ ରୁଟି, ପରଟା ଓ ନାନ ସହ ଖାଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Lifestyle
ଶୀତଦିନେ ନଗାଧୋଇଲେ ବଢ଼େ ଆୟୁଷ! ଜାଣନ୍ତୁ କ'ଣ କହୁଛନ୍ତି ବିଶେଷଜ୍ଞ
ଡକ୍ଟର ରେବେକ୍କା ପିଣ୍ଟୋ ନଗାଧୋଇବାର ଲାଭ ବିଷୟରେ କରିଥିବା ଦାବିକୁ ନେଇ କୌଣସି ଗବେଷଣାତ୍ମକ ପ୍ରମାଣ ଶେୟାର କରିନାହାନ୍ତି।
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...