ଘରେ ତିଆରି କରନ୍ତୁ ଢାବା ମାର୍କା 'କଡ଼ାଇ ଚିକେନ୍'

ଆବଶ୍ୟକ ସାମଗ୍ରୀ: ବଏଲ୍ ଚିକେନ୍, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, କଟା ସିମଲା ଲଙ୍କା, ଟମାଟୋ, ଦହି, ଗୋଲମରିଚ ଗୁଣ୍ଡ, ଧନିଆ ଗୁଣ୍ଡ, ଘିଅ/ବଟର, କଞ୍ଚା ଲଙ୍କା, ଭଜା ଜିରା ଗୁଣ୍ଡ, କଟା ଅଦା, ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଡେଇରେ ଘିଅ କିମ୍ବା ବଟର ଗରମ କରନ୍ତୁ। ସେଥିରେ ଟମାଟୋ ଓ ଅଦା-ରସୁଣ ବଟା ପକାନ୍ତୁ। ଏଥିରେ ଢାଙ୍କୁଣି ଦେଇ ପ୍ରାୟ ୧୦ ମିନିଟ୍ ପର୍ଯ୍ୟନ୍ତ ଚୁଲିରେ ବସାନ୍ତୁ। ଟମାଟୋ ନରମ ହୋଇ ଆସିଲେ ସେଥିରେ ବଏଲ୍ ଚିକେନ୍, […]

chickn

chickn

Chinmayee Roy
  • Published: Tuesday, 19 February 2019
  • Updated: 19 February 2019, 09:26 AM IST

Sports

Latest News

ଆବଶ୍ୟକ ସାମଗ୍ରୀ: ବଏଲ୍ ଚିକେନ୍, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, କଟା ସିମଲା ଲଙ୍କା, ଟମାଟୋ, ଦହି, ଗୋଲମରିଚ ଗୁଣ୍ଡ, ଧନିଆ ଗୁଣ୍ଡ, ଘିଅ/ବଟର, କଞ୍ଚା ଲଙ୍କା, ଭଜା ଜିରା ଗୁଣ୍ଡ, କଟା ଅଦା, ଲୁଣ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଡେଇରେ ଘିଅ କିମ୍ବା ବଟର ଗରମ କରନ୍ତୁ। ସେଥିରେ ଟମାଟୋ ଓ ଅଦା-ରସୁଣ ବଟା ପକାନ୍ତୁ। ଏଥିରେ ଢାଙ୍କୁଣି ଦେଇ ପ୍ରାୟ ୧୦ ମିନିଟ୍ ପର୍ଯ୍ୟନ୍ତ ଚୁଲିରେ ବସାନ୍ତୁ। ଟମାଟୋ ନରମ ହୋଇ ଆସିଲେ ସେଥିରେ ବଏଲ୍ ଚିକେନ୍, ସ୍ୱାଦ ଅନୁସାରେ ଲୁଣ, ଗୋଲମରିଚ ଗୁଣ୍ଡ, ସିମଲା ଲଙ୍କା, ଲଙ୍କା ଗୁଣ୍ଡ, ଭଜା ଜିରା ଏବଂ ଧନିଆ ଗୁଣ୍ଡ ପକାଇ ଭଲ କରି ଘାଣ୍ଟନ୍ତୁ।

ଏବେ ଏହି ମିଶ୍ରଣରେ ଦହି ପକାଇ ଗୋଳାନ୍ତୁ ଏବଂ ଏହି ମସଲାକୁ ୧୦ରୁ ୧୫ ମିନିଟ୍ ପର୍ଯ୍ୟନ୍ତ ସିଝିବାକୁ ଛାଡି ଦିଅନ୍ତୁ। ଶେଷରେ ଏଥିରେ କଟା ଅଦା, କଟା କଞ୍ଚା ଲଙ୍କା ପକାଇ ଭଲ ଭାବେ ଘାଣ୍ଟନ୍ତୁ। ପୁଣି ଥରେ ଏହାକୁ ୫ ମିନିଟ ପର୍ଯ୍ୟନ୍ତ ମଧ୍ୟମ ଆଞ୍ଚରେ ବସାନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କ ‘କଡ଼ାଇ ଚିକେନ୍’। ଏହାକୁ ରୁଟି, ପରଟା ଓ ନାନ ସହ ଖାଇପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story