ଆବଶ୍ୟକ ସାମଗ୍ରୀ: ଚାଉଳ ଚୂନା, ବେସନ, ଜୁଆଣି, ପାନମହୁରୀ, ଲୁଣ, ଗୁଡ଼ ଓ ତେଲ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚାଉଳ ଚୂନାରେ ବେସନ, ଜୁଆଣି, ପାନମହୁରୀ, ସ୍ୱାଦ ଅନୁସାରେ ଲୁଣ ଓ ପାଣି ଦେଇ ଭଲଭାବେ ଗୋଳାନ୍ତୁ। ଏବେ କଡ଼େଇରେ ତେଲ ଗରମ କରି ସେଥିରେ ଚାଉଳ ଚୂନା-ବେସନ ଆଣକୁ ଚଟୁ ଦ୍ୱାରା ଛାଣି ରଖନ୍ତୁ।
ଏହାପରେ ଚୁଲିରେ ହାଣ୍ଡି ବସାଇ ସେଥିରେ ଗୁଡ଼ ଓ ପାଣି ଦେଇ ଗୁଡ଼ପାଗ ପ୍ରସ୍ତୁତ କରନ୍ତୁ। ଗୁଡ଼ ପାଗ ହେବାପରେ ଛଣା କଲିକୁ ସେଥିରେ ପକାଇ ଭଲଭାବେ ଗୋଳାଇ ବାହାର କରନ୍ତୁ। ଶେଷରେ ଗୁଡ଼ପାଗ କରିଥିବା କଲିକୁ ଖଜା ଆକାରରେ ଗଢ଼ନ୍ତୁ। ପ୍ରସ୍ତୁତ ହୋଇଯିବ ସ୍ୱାଦିଷ୍ଟ ମିଠା ‘କଲି ଖଜା’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Food
ପଞ୍ଚୁକରେ ଘରେ ପ୍ରସ୍ତୁତ କରନ୍ତୁ ହବିଷ ଡାଲମା
ଏବେ ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ ଆରମ୍ଭ ହୋଇ ଯାଇଛି। ଘରେ ଘରେ ଅରୁଆ ଅନ୍ନ ସାଙ୍ଗକୁ ପ୍ରସ୍ତୁତ ହେଉଛି ହବିଷ ଡାଲମା। ଏହା ଖାଇବାକୁ ଯେତିକି ସ୍ୱାଦିଷ୍ଟ, ପ୍ରସ୍ତୁତ କରିବା ବି ସେତିକି ସହଜ ।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।