ଆବଶ୍ୟକ ସାମଗ୍ରୀ:
- ଦେଶୀ ଆଳୁ ବା ଖମ୍ବ ଆଳୁ
- ଚିକେନ୍ କିମା କଷା
- ବେସନ
- ବିସ୍କୁଟ ଗୁଣ୍ଡ
- ହଳଦୀ ଗୁଣ୍ଡ
- ଲଙ୍କା ଗୁଣ୍ଡ
- ଜୀରା ଗୁଣ୍ଡ
- ଲୁଣ
- ତେଲ
ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ଦେଶୀ ଆଳୁ ବା ଖମ୍ବ ଆଳୁକୁ କାଟି ଲୁଣ ଦେଇ ସିଝାଇ ଦିଅନ୍ତୁ। ସେହିପରି ଚିକେନ୍ କିମାକୁ ମଧ୍ୟ ମସଲା ଦେଇ କଷି ଦିଅନ୍ତୁ। ଦେଶୀ ଆଳୁ ସିଝି ଗଲା ପରେ ସେଥିରେ ବେସନ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଜୀରା ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ ଓ ଚିକେନ୍ କଷା ପକାଇ ଭଲ ଭାବେ ଚକଟନ୍ତୁ। ତା’ପରେ ଏହି ଚକଟାକୁ ଗୋଲ ଗୋଲ କରି ବରାର ଆକାର ଦିଅନ୍ତୁ ଓ ଏଥିରେ ବିସ୍କୁଟ୍ ଗୁଣ୍ଡର ପ୍ରଲେପ ଦେଇ ତେଲରେ ଛାଣି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ‘ଦେଶୀ ଆଳୁ ଚିକେନ୍ ବରା’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...