ପ୍ରସ୍ତୁତ କରନ୍ତୁ ‘ଚିଲି କାବୁଲି ଚଣା’

ଆବଶ୍ୟକ ସାମଗ୍ରୀ- କାବୁଲି ଚଣା, କ୍ୟାପ୍‍ସିକମ୍‍, ପିଆଜ, କର୍ଣ୍ଣଫ୍ଲୋର୍‌, ମଇଦା, ଅଦା ପେଷ୍ଟ୍‌, ରସୁଣ ଓ କଞ୍ଚା ଲଙ୍କା ପେଷ୍ଟ୍‍, ଶୋୟା ସସ୍‍, ଟମାଟୋ ସସ୍‍, ଆବଶ୍ୟକ ଅନୁଯାୟୀ ତେଲ ଏବଂ ଲୁଣ। ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ କାବୁଲି ୫-୬ଘଣ୍ଟା ପାଣିରେ ବତୁରାଇ ଦିଅନ୍ତୁ। ଏହାପରେ ଅଳ୍ପ ଲୁଣ ଦେଇ ଏହାକୁ ସିଝାଇ ଦିଅନ୍ତୁ। କାବୁଲି ସିଝିଗଲା ପରେ ସେଥିରେ ଅଦା, ରସୁଣ, ଲଙ୍କା ପେଷ୍ଟ ସହ ମଇଦା ଓ କର୍ଣ୍ଣଫ୍ଲୋର ମିଶାଇ ଭଲଭାବରେ ମିକ୍ସ କରିଦିଅନ୍ତୁ। ତାପରେ […]

dry-chana-recipe

dry-chana-recipe

Biswobandita Swain
  • Published: Monday, 07 January 2019
  • Updated: 07 January 2019, 07:34 PM IST

Sports

Latest News

ଆବଶ୍ୟକ ସାମଗ୍ରୀ- କାବୁଲି ଚଣା, କ୍ୟାପ୍‍ସିକମ୍‍, ପିଆଜ, କର୍ଣ୍ଣଫ୍ଲୋର୍‌, ମଇଦା, ଅଦା ପେଷ୍ଟ୍‌, ରସୁଣ ଓ କଞ୍ଚା ଲଙ୍କା ପେଷ୍ଟ୍‍, ଶୋୟା ସସ୍‍, ଟମାଟୋ ସସ୍‍, ଆବଶ୍ୟକ ଅନୁଯାୟୀ ତେଲ ଏବଂ ଲୁଣ।

ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ କାବୁଲି ୫-୬ଘଣ୍ଟା ପାଣିରେ ବତୁରାଇ ଦିଅନ୍ତୁ। ଏହାପରେ ଅଳ୍ପ ଲୁଣ ଦେଇ ଏହାକୁ ସିଝାଇ ଦିଅନ୍ତୁ। କାବୁଲି ସିଝିଗଲା ପରେ ସେଥିରେ ଅଦା, ରସୁଣ, ଲଙ୍କା ପେଷ୍ଟ ସହ ମଇଦା ଓ କର୍ଣ୍ଣଫ୍ଲୋର ମିଶାଇ ଭଲଭାବରେ ମିକ୍ସ କରିଦିଅନ୍ତୁ। ତାପରେ ଏହାକୁ ଗୋଟିଏ କଡ଼େଇରେ ତେଲ ଗରମ କରି ସିଝା ଚଣା ସବୁକୁ ସୁନେଲି ରଙ୍ଗ ହେବାଯାଏ ଛାଣନ୍ତୁ। ଅନ୍ୟ ଏକ କଡ଼େଇରେ ୨ଚାମଚ ତେଲ ପକାଇ କଟା ପିଆଜ ଓ କ୍ୟାପ୍‍ସିକମ୍‍କୁ ଭାଜନ୍ତୁ। ଏହା ଭାଜି ହେଲା ପରେ ଛଣା ହେଇଥିବା ଚଣାକୁ ପକାନ୍ତୁ ଓ ତା’ଉପରେ ୧ ଚାମଚ ଟମାଟୋ ସସ୍ ଓ ଶୋୟା ସସ୍ ପକାଇ ୧ମିନିଟ୍‍ ଭାଜି ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଚିଲି କାବୁଲି ଚଣା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story