ଘରେ ପ୍ରସ୍ତୁତ କରନ୍ତୁ ପନୀର ପଲାଉ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍‌): ଆଜି ଆମେ ଆପଣଙ୍କୁ ସ୍ୱାଦିଷ୍ଟ ‘ ପନିର୍‌ ପଲାଉ’ର ପ୍ରସ୍ତୁତି ସମ୍ପର୍କରେ ଟିପ୍‌ସ୍‌ ଦେବୁ। ଆବଶ୍ୟକ ସାମଗ୍ରୀ: ବାସୁମତୀ ଚାଉଳ,  ଛୋଟ ଛୋଟ ଖଣ୍ଡ ପନିର୍‌ ଏକ କପ୍, କଟା ପିଆଜ, ଟମାଟୋ ପେଷ୍ଟ୍‌, ଗରମ ମସଲା ପାଉଡର୍‌, ଅଦା- ରସୁଣ ବଟା, ଘିଅ, ଧନିଆ ପତ୍ର, ପୁଦିନା, ଡାଳଚିନି, ଲବଙ୍ଗ ଓ ଗୁଜୁରାତି, କାଜୁ ବଟା ଓ ସ୍ୱାଦ ଅନୁସାରେ ଲୁଣ। ପ୍ରଣାଳୀ: ପ୍ରଥମେ ବାସୁମତୀ ଚାଉଳକୁ ଧୋଇ ଅଧ ଘଣ୍ଟା ଯାଏ ବତୁରାଇ ରଖନ୍ତୁ।  ଏହାପରେ ଏହାକୁ ଛାଣି ଦିଅନ୍ତୁ।  ଏବେ କଡ଼େଇରେ […]

paneer-3..

paneer-3..

Niharika Rout
  • Published: Tuesday, 16 July 2019
  • Updated: 16 July 2019, 02:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍‌): ଆଜି ଆମେ ଆପଣଙ୍କୁ ସ୍ୱାଦିଷ୍ଟ ' ପନିର୍‌ ପଲାଉ'ର ପ୍ରସ୍ତୁତି ସମ୍ପର୍କରେ ଟିପ୍‌ସ୍‌ ଦେବୁ।

ଆବଶ୍ୟକ ସାମଗ୍ରୀ: ବାସୁମତୀ ଚାଉଳ,  ଛୋଟ ଛୋଟ ଖଣ୍ଡ ପନିର୍‌ ଏକ କପ୍, କଟା ପିଆଜ, ଟମାଟୋ ପେଷ୍ଟ୍‌, ଗରମ ମସଲା ପାଉଡର୍‌, ଅଦା- ରସୁଣ ବଟା, ଘିଅ, ଧନିଆ ପତ୍ର, ପୁଦିନା, ଡାଳଚିନି, ଲବଙ୍ଗ ଓ ଗୁଜୁରାତି, କାଜୁ ବଟା ଓ ସ୍ୱାଦ ଅନୁସାରେ ଲୁଣ।

ପ୍ରଣାଳୀ: ପ୍ରଥମେ ବାସୁମତୀ ଚାଉଳକୁ ଧୋଇ ଅଧ ଘଣ୍ଟା ଯାଏ ବତୁରାଇ ରଖନ୍ତୁ।  ଏହାପରେ ଏହାକୁ ଛାଣି ଦିଅନ୍ତୁ।  ଏବେ କଡ଼େଇରେ ଦୁଇ ଚାମଚ ଘିଅ ଗରମ କରି ସେଥିରେ  ଡାଳଚିନି, ଲବଙ୍ଗ ଓ ଗୁଜୁରାତି ସହ କଟା ପିଆଜକୁ ପକାଇ ଭାଜନ୍ତୁ । ପରେ ସେଥିରେ ଅଦା ଓ ରସୁଣ ବଟା ଓ ଟମାଟୋ ପେଷ୍ଟ ପକାଇ କଷନ୍ତୁ ।

ମସଲାରୁ ବାସ୍ନା ଆସିଲେ ସେଥିରେ ପନିର୍‌ ଏବଂ ଗରମ ମସଲା ପାଉଡର୍‌ ପକାନ୍ତୁ। ଏବେ କାଜୁ ବଟା ,ଏକ କପ୍ ପାଣି ଓ ଲୁଣ ସେଥିରେ ମିଶାନ୍ତୁ। ହାଲୁକା ଆଞ୍ଚରେ ଅଳ୍ପ ସମୟ ବସାଇ ମସଲାକୁ ଟିକେ ବହଳିଆ ରଖନ୍ତୁ। ପଲାଉ କରିବା ପାଇଁ ବଳକା ଘିଅ ଆଉ ଏକ ପାତ୍ରରେ ଗରମ କରି ସେଥିରେ ବଳକା ଥିବା ପିଆଜ ଭାଜନ୍ତୁ।

ଏଥର ଚାରି କପ୍‌ ପାଣି ଓ ଅଳ୍ପ ଟିକେ ଲୁଣ ପକାଇ ଗୋଳାନ୍ତୁ। ସେଥିରେ ପୂର୍ବରୁ ଛାଣି କରି ରଖିଥିବା ଚାଉଳ ପକାନ୍ତୁ। ଏହା ଅଧା ସିଝି ଗଲା ପରେ ପୂର୍ବରୁ ପ୍ରସ୍ତୁତ ଥିବା ପନିର୍‌ ମସଲା ଭଲ କରି ଗୋଳାଇ ହାଲକା ଆଞ୍ଚରେ ଅଳ୍ପ ସମୟ ବସାନ୍ତୁ। ବାସ୍ନା ଆସିଲେ ଗ୍ୟାସରୁ ଓହ୍ଲାଇ କାଢି ଆଣି ପରଷନ୍ତୁ ସ୍ୱାଦିଷ୍ଟ 'ପନିର୍‌ ପଲାଉ'।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story