ଆବଶ୍ୟକ ସାମଗ୍ରୀ:
- କଞ୍ଚା କଦଳୀ
- ସିଝା ମୁଗ
- ଚାଉଳ ଚୂନା
- ଲୁଣ
- ହଳଦୀ
- ଛେନା
- ଗୁଡ଼
- ଅଦା ଛେଚା
- ଗୋଲମରିଚ ଗୁଣ୍ଡ
ପ୍ରସ୍ତୁତି ପ୍ରଣାଳୀ:
ପ୍ରଥମେ ଚୋପା ଛଡ଼ାଇ କଞ୍ଚା କଦଳୀକୁ ଲୁଣ ଓ ହଳଦୀ ଦେଇ ସିଝାଇ ଦିଅନ୍ତୁ। ଏହା ପରେ ସିଝା ମୁଗରେ ଛେନା, ଗୁଡ଼, ଅଦା ଛେଚା ଓ ଗୋଲମରିଚ ଗୁଣ୍ଡକୁ ମିଶାଇ ପୁର ପ୍ରସ୍ତୁତ କରନ୍ତୁ।
କଦଳୀ ସିଝି ଯିବା ପରେ ସେଥିରେ ଚାଉଳ ଚୂନା ପକାଇ ଭଲ ଭାବେ ଚକଟି ଦିଅନ୍ତୁ। ଏବେ କଦଳୀ ଓ ଚାଉଳ ଚୂନା ଚକଟାକୁ କାକରା ପିଠା ଆକାରର କରି ତା ଭିତରେ ମୁଗ ଓ ଛେନାର ପୁର ଦେଇ ଗଢ଼ନ୍ତୁ। ଏବେ ଏକ କଡ଼େଇରେ ତେଲ ଗରମ କରନ୍ତୁ ଓ ସେଗୁଡ଼ିକୁ ଚାଉଳ ଚୂନାରେ ପକାଇ ତେଲରେ ଛାଣନ୍ତୁ। ଲାଲ୍ ହୋଇଗଲେ ସେଗୁଡ଼ିକୁ ଏକ ପ୍ଲେଟ୍କୁ କାଢ଼ି ରଖନ୍ତୁ। ପ୍ରସ୍ତୁତ ହୋଇଗଲା ‘ମୁଗପୁର କଦଳୀବରା’।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...